ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..
ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ...
ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ: ଆର୍ବିଆଇ ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ଜାରି କରାଯାଇଛି। ଜୁଲାଇରେ ୯ ଦିନ ବ୍ୟାଙ୍କ ଛୁଟି ରହିବ। ତେବେ ଏହି ଛୁଟିଦିନ...
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼...
‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍ ପଠାଅ’
ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର...
ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ
ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି...
ଯୁକ୍ତିତର୍କରୁ ଭୁଜାଲି ଚୋଟ
କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର...
ଯୁବକଙ୍କୁ ହତ୍ୟା ପରେ ଇବ୍ନଦୀରେ ଭସାଇ ଦେଲେ
ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର...
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ...
୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ
ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ...
୨ ଦିନ ବର୍ଷା
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ...
କେନ୍ଦ୍ରକୁ ଓଡ଼ିଶାର ଚିଠି
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଦେବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ...
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ...
୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ …
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...
ଭାକ୍ସିନ୍ ମାଗିଲା ଡବ୍ଲ୍ୟୁଏଚ୍ଓ, ଡେଲ୍ଟା ଭାରିଆଣ୍ଟ୍ ନେଇ ଦେଲା ଚେତାବନୀ…
ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍ଓ...
ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍ ଡୋଜ୍…
ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ...
ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…
ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫ କୋର୍ର ଜେସିଓ ଲ୍ୟୁଟନାଟ୍ ଜେନେରାଲ ଦେବେନ୍ଦ୍ର ପ୍ରତାପ ପାଣ୍ଡେ ଜେକେଏଲଆଇ ରେଜିମେଣ୍ଟାଲ ସେଣ୍ଟରରେ...
୨ ପ୍ରକାର ଭାକ୍ସିନ୍ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…
ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି...
ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍ ପକ୍ଷରୁ ସୂଚନା…
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି...
ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…
ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...
ଫଟୋରେ ଖବର





































































