E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି
10:36 amJune 3, 2021

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ଭୋଟ ଦେଇଥିଲେ। ୮୭ ଭୋଟ୍‌ ତାଙ୍କ ସପକ୍ଷରେ ପଡ଼ିଥିଲା। ଇସ୍ରାଏଲ ଲେବର ପାର୍ଟିର ପୂର୍ବତନ ମୁଖ୍ୟ ତଥା ବିରୋଧୀ ଦଳ ନେତା ୬୦ ବର୍ଷୀୟ ହର୍‌ଜୋଗ୍‌ଙ୍କ ବିପକ୍ଷରେ ଶିକ୍ଷାବିତ୍‌ ମେରିୟମ ପେରେଜ୍‌ ଛିଡ଼ା ହୋଇଥିଲେ। ଏକ ପ୍ରତିଷ୍ଠିତ ଇହୁଦୀ ପରିବାରରୁ ଆସିଥିବା ହର୍‌ଜୋଗ୍‌ ୨୦୧୩ ନିର୍ବାଚନରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ବିରୋଧରେ ଛିଡା ହୋଇଥିଲେ ହେଁ ପରାଜିତ ହୋଇଥିଲେ। ଆସନ୍ତା ମାସରେ ବର୍ତ୍ତମାନର ରାଷ୍ଟ୍ରପତି ରିୟୁଭେନ୍‌ ରିଭିଲିନ୍‌ଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ହର୍‌ଜୋଗ୍‌ ଦେଶର ୧୧ତମ ରାଷ୍ଟ୍ରପତି ହେବେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ମର୍ମନ୍ତୁଦ ରେଳ ଦୁର୍ଘଟଣା: ୫୦ରୁ ଅଧିକଙ୍କ ଜୀବନ ଗଲା…

କରାଚି,୭।୬: ପାକିସ୍ତାନରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଘୋଟକି ଅଞ୍ଚଳର ରେତି ଏବଂ ଡହାରକି ଷ୍ଟେଶନ ମଧ୍ୟରେ ସାର୍‌...

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌...

ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ

ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ...

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି...

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ...

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...

ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ

ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍‌କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର
Next Post Next post:
ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts