E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଏହିସବୁ ତେଲ ଶିଶୁଙ୍କୁ କରିଥାଏ ଶକ୍ତ
7:31 amJune 10, 2021

 

ଶିଶୁ ଜନ୍ମ ନେବା ପରେ ତାର ଲାଳନପାଳନ କ୍ଷେତ୍ରରେ ଅନେକ ଯତ୍ନ ନେବାକୁ ପଡ଼ିଥାଏ । ଜନ୍ମ ହେବା ପରେ ସେମାନଙ୍କୁ କ’ଣ ଖାଇବାକୁ ଦିଆଯିବ, ସେମାନଙ୍କଠାରେ କେଉଁ ତେଲ ମାଲିସ କରାଯିବ ସେ ନେଇ ମା’ମାନେ ଦ୍ୱନ୍ଦ୍ୱରେ ଥାନ୍ତି। ମାତ୍ର ଯଦି ଆପଣଙ୍କ ଶିଶୁର ହାଡ଼ ଶକ୍ତ କରିବା ସହ ଚେହେରାକୁ ସୁନ୍ଦର କରିବାକୁ ଚାହାନ୍ତି ଭଲ ତେଲରେ ମାଲିସ କରିବା ଉଚିତ। ତେବେ ଜାଣନ୍ତୁ ଏପରି କେଉଁ ତେଲ ରହିଛି ଯାହା ଶିଶୁଙ୍କ ହାଡ଼କୁ ଶକ୍ତ କରିଥାଏ।

ଆଲମଣ୍ଡ: ଏହି ତେଲ କେବଳ ଛୋଟ ପିଲା ନୁହେଁ ବଡଙ୍କ ପାଇଁ ମଧ୍ୟ ଲାଭକାରୀ ହୋଇଥାଏ। ଏଥିରେ ଭରପୁର ମାତ୍ରାରେ ଭିଟାମିନ ‘ଇ ’ ମିଳିଥାଏ। ଏହାକୁ ମାଲିସ କରିବା ଫଳରେ କେବଳ ଶିଶୁଙ୍କ ହାଡ ଶକ୍ତ ହୋଇ ଥାଏ ତାହା ନୁହେଁ ବରଂ ଚର୍ମ ନରମ ହୋଇଥାଏ।
ଏହା ଶିଶୁଙ୍କ ମସ୍ତିସ୍କ ଲାଗି ମଧ୍ୟ ଲାଭକାରୀ ହୋଇଥାଏ।

ଘିଅ: ଏହାକୁ ଶିଶୁଙ୍କୁ ମାଲିସ କରିବା ଫଳରେ ସେମାନଙ୍କ ହାଡ଼ ଶକ୍ତ ହେବା ସହ ଏହାର ପାର୍ଶ୍ୱ ପ୍ରତିକ୍ରିୟା ନ ଥାଏ। ଥଣ୍ଡା ଦୂର ପାଇଁ ମଧ୍ୟ ଘିଅର ମାଲିସ ଲାଭକାରୀ ହୋଇଥାଏ।

ରାଶି ତେଲ: ଏହାକୁ ଲଗାଇଲେ ଦେହ ଗରମ ହୋଇଥାଏ ।ତେଣୁ ଏହାକୁ କେବଳ ଶୀତ ଦିନେ ମାଲିସ କରିବା ଉଚିତ। ଲକ୍ଷ୍ୟ ରଖିବେ ତେଲ ଯେପରି ନକଲି ହୋଇ ନଥାଏ।

ଅଲିଭ୍‌: ଏହି ତେଲକୁ ଶିଶୁଙ୍କ ଠାରେ ମାଲିସ କରିବା ଫଳରେ ହାଡ ଶକ୍ତ ହେବା ସହ ଚର୍ମ କୋମଳ ଏବଂ କେଶ ବଢ଼ିଥାଏ। ତେବେ ଏସବୁ ତେଲ ବ୍ୟବହାର ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ଆବଶ୍ୟକ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ...

ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ...

ବୁଦ୍ଧିମତ୍ତା ଓ ନିଦ୍ରା

ଆମେ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଦରକାର। ହେଲେ କେତେକଙ୍କ କ୍ଷେତ୍ରରେ ଏଥିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ତେବେ ଯଦି ଜଣେ ବ୍ୟକ୍ତି ଆବଶ୍ୟକ...

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

ଏକ୍‌ମୋ ଚିକିତ୍ସା

ଏକ୍‌ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍‌ସ ଯନ୍ତ୍ର। ହୃତ୍‌ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର...

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶୁଦ୍ଧତାର ସାମର୍ଥ୍ୟ
Next Post Next post:
ଶାକାହାର ବନାମ ମାଂସାହାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts