ମୁମ୍ବାଇ,୩।୬: କରୋନା ଭାଇରସ୍ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ଅତ୍ୟଧିକ ରହିଥିବା ବେଳେ ବର୍ତ୍ତମାନ ଗାଁଗୁଡ଼ିକରେ ସଂକ୍ରମଣ ଅଧିକ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ଗାଁରେ ସଂକ୍ରମଣ ବ୍ୟାପିବାରୁ ରୋକିବା ପାଇଁ ମହାରାଷ୍ଟ୍ର ସରକାର ଏକ ନିଆରା ଉପାୟ ଆପଣାଇଛନ୍ତି। ସୂଚନା ମୁତାବକ ମେ’ ମାସରେ ମହାରାଷ୍ଟ୍ରର ୫ଟି ଛୋଟ ଗାଁକୁ ସ୍ବତନ୍ତ୍ର ଭାବେ କୋଭିଡ ମୁକ୍ତ ଗାଁର ମାନ୍ୟତା ଦିଆଯାଇଥିଲା। ଏହାପରେ କରୋନାକୁ ରୋକିବା ପାଇଁ ସରକାର ମହାରାଷ୍ଟ୍ରର ବିଭିନ୍ନ ଗାଁରେ ପ୍ରତିଯୋଗିତା କରାଇବାକୁ ବିଚାର କରିଛନ୍ତି। ଆଉ ଏହା ପାଇଁ ପ୍ରସ୍ତୁତି କରାଯାଉଛି ବୋଲି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ହସନ ମୁଶରିଫ ଘୋଷଣା କରିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍ଏସ୍ ବିଧାୟକ
ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ...
ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…
ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ...
୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ
ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...
ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ
ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା...
କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା
ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ...


