E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ରାଜ୍ୟ, ସୁନ୍ଦରଗଡ଼

ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌
11:30 pmJune 16, 2021

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା ଡ୍ରାଇଭରଙ୍କ ସମେତ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ପୋଲିସ କର୍ମଚାରୀ ଜଣକ ହେଲେ ଅନୀଲ ଏକ୍କା (୨୯)।

ଆହତଙ୍କୁ ଉଦ୍ଧାର କରାଯାଇ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ହେଲେ ଆହତଙ୍କ ମଧ୍ୟରୁ ହାବିଲଦାର ସୁନୀଲ କୁମାର ନାଏକଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ହେମଗିର ଥାନା ଗାଡ଼ି ନଂ. ଓଡି ୧୬ଏଫ୍‌ ୧୫୩୦ ଯୋଗେ ଏହି ପୋଲିସ କର୍ମଚାରୀମାନେ ଏକ ମାମଲାର ଗିରଫ ଅଭିଯୁକ୍ତମାନଙ୍କୁ ଧରି ସୁନ୍ଦରଗଡ଼ କୋର୍ଟକୁ ଚାଲାଣ ପାଇଁ ଆସିଥିଲେ। କୋର୍ଟ କାର୍ଯ୍ୟ ଶେଷ ପରେ ଅଭିଯୁକ୍ତଙ୍କୁ ସୁନ୍ଦରଗଡ଼ ଜେଲରେ ଛାଡି ହେମଗିରକୁ ଫେରୁଥିଲେ। କାଲୋବାହାଲ ନିକଟରେ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ରାଜ୍ୟ, ସୁନ୍ଦରଗଡ଼ View All

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ।...

୪ ଜିଲାରେ ହେବ ଅଣଧାନ ଫସଲ

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍‌ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍‌ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ...

କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’

ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ...

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

ଦାନା ଚିନ୍ତାରେ ଦୁଗ୍ଧଚାଷୀ

ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍‌। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ...

ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ

ଖଇରା,୧୦।୬(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ...

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ
Next Post Next post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts