ଛତ୍ରପୁର,୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଗଞ୍ଜାମ ଗ୍ରୀନ ଜୋନ୍ରେ ରହିଛି ଅପରପକ୍ଷରେ କରୋନା ଜନିତ ମୃତ୍ୟୁରେ ବ୍ରେକ୍ ଲାଗୁନି। ପୁଣି ଜିଲାର ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଉଭୟ ଯୁବକଙ୍କ ବୟସ ୩୨ ଆଉ ୩୩ ବର୍ଷ। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୪୬ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍ ୨୯୫ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ଜିଲାରେ ଆଉ ୭୩ ଜଣ ସଂକ୍ରମିତ ହୋଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ
ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...
କୁଲାବେଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ ଜାରି
ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା...
ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ
ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...
ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ
ଦିଗପହଣ୍ଡି,୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ...
କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
ରେଢ଼ାଖୋଲ,୨୦।୬(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର...
ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ
ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର...


