E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’
11:12 pmJune 18, 2021

ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍‌ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି କରିଛନ୍ତି। ୨୦୧୪ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର ମେସେଜିଂ ଆପ ‘ସିଗନାଲ’ରେ ଆଇଏଏସ୍‌ ଅଫିସରଙ୍କ ଗ୍ରୁପ୍‌ରେ ଦୁର୍ନୀତି ଅଭିଯୋଗ ଆଣିଥିଲେ। ଏଥି ନେଇ ତାଙ୍କ ବିରୋଧରେ ରାଜ୍ୟ ସରକାରଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି।

ମଧ୍ୟପ୍ରଦେଶ ଡିଜିପି ବିବେକ ଜୋହରିଙ୍କୁ ପତ୍ର ଲେଖି ସୁରକ୍ଷା ଦାବି କରିଛନ୍ତି ଯୁବ ଆଇଏଏସ୍‌ ଅଫିସର। ଗତ ଗୁରୁବାର ରାତି ପ୍ରାୟ ୧୨ଟାରେ ସିଗନାଲରେ ଜଣେ ଅଜଣା ବ୍ୟକ୍ତି ଫୋନ କରି ଧମକ ଦେଇଥିଲେ। ପୁଅ ଜୀବନ ପ୍ରତି ଲୋଭ ଥିଲେ ୬ ମାସ ପାଇଁ ଛୁଟିରେ ଚାଲିଯାଅ। ଗଣମାଧ୍ୟମ ଆଗରେ ମୁହଁ ଖୋଲିଲେ ତୁମେ ଓ ତୁମ ପରିବାର ବର୍ଗ ବିପଦରେ ପଡ଼ିବେ ବୋଲି ଉକ୍ତ ବ୍ୟକ୍ତି ଧମକ ଦେଇଥିବା ପତ୍ରରେ ଲୋକେଶ ଦର୍ଶାଇଛନ୍ତି। ଭୋପାଳ ପୋଲିସ ଏ ଘଟଣାର ତଦନ୍ତ ଆରମ୍ଭ କରିଦେଇଛି।

ଉଲ୍ଲେଖଯୋଗ୍ୟ, ଦୁର୍ନୀତିକୁ ସହ୍ୟ କରିପାରୁ ନ ଥିବାରୁ ମାତ୍ର ସାଢ଼େ ୪ ବର୍ଷରେ ୯ ଥର ଲୋକେଶଙ୍କୁ ବଦଳି କରାଯାଇଛି। ଏଣୁ ୩ ବର୍ଷ ପାଇଁ ତାଙ୍କ ରାଜ୍ୟ ମହାରାଷ୍ଟ୍ରକୁ ଡେପୁଟେଶନରେ ଯିବାକୁ ସେ ଆବେଦନ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ...

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା
Next Post Next post:
ବଡ଼ ଝଟକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts