ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର ପୋଖରୀ ଚତୁଃପାର୍ଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବୁଧବାର ରଥଖଳାରେ ଆସି ୨୦ଟି ରଥ ଦଉଡ଼ି ପହଞ୍ଚିଛି। ୩ଟି ରଥର ୧୪ଟି ରଥ ଦଉଡି ଏବଂ ୬ଟି କର୍ଡନ ଦଉଡ଼ି ଆସି ରଥଖଳାରେ ପହଞ୍ଚିଛି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...
୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ...
ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...
‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ...
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା
ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...
ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା
ଗଞ୍ଜାମ,୧।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...
କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...


