E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
1:06 pmJune 18, 2021

ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍‌, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍‌ ବିଜେତା ହୋଇଥିଲା। ୨୦୧୩ରେ ଚାମ୍ପିୟନ୍ସ ଟ୍ରଫି ଜିତି ଭାରତ ଆଉ ଏକ ବଡ ଉପଲବ୍ଧି ହାସଲ କରିଥିଲା। ଏହି ୪ ମୂହୂର୍ତ୍ତ ଭାରତୀୟ କ୍ରିକେଟର ସଫଳତାକୁ ବିଶ୍ୱ ଦରବାରରେ ପହଞ୍ଚାଇ ଥାଏ। କିନ୍ତୁ ଏଥର ଇଂଲଣ୍ଡରେ ଭାରତୀୟ ଦଳ ଆୁ ଏକ ବଡ ଇତିହାସ ରଚିବାକୁ ଷେଚଟା କରିବ। ଇଂଲଣ୍ଡରେ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶପ୍‌ର ପ୍ରଥମ ସଂସ୍କରଣର ଚାମ୍ପିଅନ୍‌ ହେବାକୁ ଆୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି।
ନ୍ୟୁଜିଲାଣ୍ଡ ବିପକ୍ଷରେ ସାଉଥ୍‌ହାମ୍ପଟନ୍‌ରେ ଆଜିଠାରୁ ଆରମ୍ଭ ହେବାକୁ ଥିବା ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ପଡିଆକୁ ଓହ୍ଲାଇବ। ସାରା ବିଶ୍ୱର ନଜର ଏବେ ଏହି ଫାଇନାଲ୍‌ ଉପରେ ରହିଛି। ଉଭୟ ଦଳ ଫର୍ମରେ ଅଛନ୍ତି। ତେଣୁ ଫାଇନାଲରେ କଡା ମୁକାବିଲା ହେବ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏହି ଫାଇନାଲ ଜିତି ଇତିହାସ ରଚିବାକୁ ସବୁପ୍ରକାର ଚେଷ୍ଟା କରିବ।
୨୦୧୪ରେ ପ୍ରଥମ ଥର ପାଇଁ ଟେଷ୍ଟ ଦଳର ଅଧିନାୟକ ହୋଇଥିବା କୋହଲି ୬୦ଟି ମ୍ୟାଚ ମଧ୍ୟରୁ ୩୬ଟି ଜିତିଛନ୍ତି। ଯାହାକି ଏକ ଭାରତୀୟ ରେକର୍ଡ। ୬୦ଟି ମ୍ୟାଚରୁ ୨୭ ଟି ବିଜୟ ସହ ଧୋନୀ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏହି ସମୟ ମଧ୍ୟରେ ଏକ ବିଜୟ କୋହଲିଙ୍କୁ ୱେଷ୍ଟଇଣ୍ଡିଜ କିମ୍ବଦନ୍ତୀ କ୍ଲାଇବ୍‌ ଲଏଡଙ୍କୁ ସର୍ବାଧିକ ମ୍ୟାଚ ଜିତିଥିବା ଅଧିନାୟକ ତାଲିକାରେ ମଧ୍ୟ ପଛରେ ପକାଇବାର ସମ୍ଭାବନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍‌ ୨୦୨୧ର ଅବଶିଷ୍ଟ ମ୍ୟାଚ୍‌

ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ।...

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ...

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ...

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ରହୁଛନ୍ତି ଯୁବରାଜ

ଭାରତୀୟ କ୍ରିକେଟ ଟିମ୍‌ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍‌ରେ ସେ ପ୍ଲେୟାର ଅଫ୍‌ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି...

ମିରାନଚୁକ୍‌ଙ୍କ ଗୋଲରେ ଜିତିଲା ରୁଷିଆ

ସେଣ୍ଟ ପିଟର୍ସବର୍ଗ, ୧୭।୬- ଆଲେକ୍ସି ମିରାନଚୁକ୍‌ଙ୍କ ଗୋଲ ବଳରେ ରୁଷିଆ ଚଳିତ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ରୁଷିଆ...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
Next Post Next post:
ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts