ଆବଶ୍ୟକ ସାମଗ୍ରୀ: ୨ କପ୍ ଭାତ, ୧/୪ କପ୍ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍ମା, ଗୋଟିଏ କଟା ପିଆଜ, ଛୋଟ ଛୋଟ କଟା ଯାଇଥିବା ଗୋଟିଏ ଗାଜର, କ୍ୟାପ୍ସିକମ୍, କଟା ଟମାଟୋ ୧/୨ କପ୍, ସିଝା ମକା , କଟା ପିଆଜ, ୩ଟି ରସୁଣ କୋଲା, ତେଲ ୨ ଟେବୁଲ୍ ସ୍ପୁନ୍, ଜିରା ୧/୪ ଟିସ୍ପୁନ୍, ଧନିଆ ପାଉଡର ୧/୨ ଟିସ୍ପୁନ୍, ଓରିଗାନୋ ୧/୨ ଟିସ୍ପୁନ୍, ଲାଲ୍ ଲଙ୍କା ପାଉଡ଼ର୧/୨ ଟିସ୍ପୁନ, ଚିଜ୍ କ୍ୟୁବ୍ ୨ଟା, ଟମାଟୋ ସସ୍ ୧ ଟେବୁଲ୍ସ୍ପୁନ୍।
ପ୍ରସ୍ତୁତି ପ୍ରଣାଳୀ: ଚୁଲାରେ ଏକ ପ୍ୟାନ୍ ବସାଇ ତେଲ ଗରମ କରନ୍ତୁ। ସେଥିରେ ଜିରା ଏବଂ କଟା ପିଆଜ, ରସୁଣ ପକାଇ ଭାଜନ୍ତୁ। ସେଥିରେ କଟା କ୍ୟାପ୍ସିକମ୍, ଗାଜର, ଟମାଟୋ ଏବଂ ଅଳ୍ପ ଲୁଣ ପକାଇ ଭଲ ଭାବେ ଭାଜନ୍ତୁ। ବର୍ତ୍ତମାନ ଏଥିରେ ବିନ୍ସ, ରାଜ୍ମା, ସିଝା ମକା ଏବଂ ସବୁ ମସଲା ପକାଇ ୫ମିନିଟ୍ ଘୋଡାଇ ଦିଅନ୍ତୁ। ଏହା ପରେ ଏଥିରେ ଭାତ ଏବଂ ଟମାଟୋ ସସ୍ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ ଏବଂ ଚୁଲା ବନ୍ଦ କରିଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମେକ୍ସିକାନ୍ ଫ୍ରାଏଡ୍ ରାଇସ୍। ଏହା ଉପରେ ଚିଜ୍ ପକାଇ ନିଜେ ଖାଇବା ସହ ଅନ୍ୟମାନଙ୍କୁ ଖୁଆଇବାର ମଜା ନିଅନ୍ତୁ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.