ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୩୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୩୮ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୨୭, ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬, ବୌଦ୍ଧରୁ ୫୯, କଟକରୁ ୪୦୭, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତ୍ସିଂହପୁରରୁ ୧୦୩, ଯାଜପୁରରୁ ୩୩୭, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୫୯, ମାଲକାନଗିରିରୁ ୮୬, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭ , ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ପୁରୀରୁ ୨୪୭, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧ ସୁବର୍ଣ୍ଣପୁରରୁ ୨୯ ଓ ସୁନ୍ଦରଗଡ଼ରୁ ୪୩ ଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୮୪ ଅଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା...
ଗୋଟିଏ କୋଠରିରେ ୧୫୦ କର୍ମଚାରୀ
ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।...
ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...
ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ
ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...
ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା
ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ...
ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ...
ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍ ଚିହ୍ନଟ…
ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...


