ନୂଆଦିଲ୍ଲୀ, ୪ା୬ (ପି.ଟି.)-‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ଅଭିଯୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ଏନ୍. ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ବୋର୍ଡର ଏଥିକ୍ସ ଅଫିସର ଜଷ୍ଟିସ୍ (ଅବସରପ୍ରାପ୍ତ) ଡି.କେ. ଜୈନଙ୍କ ଦ୍ୱାରା ଗୁରୁବାର ଏନେଇ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ରୂପା ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍ସିଏ)ର ସଭାପତି ଅଛନ୍ତି। ବିସିସିଆଇର କୌଣସି ସ୍ବୀକୃତିପ୍ରାପ୍ତ ୟୁନିଟ୍ର ସେ ପ୍ରଥମ ମହିଳା ସଭାପତି। ସେ ଇଣ୍ଡିଆନ ସିମେଣ୍ଟ୍ସ ଲିମିଟେଡ୍ (ଆଇସିଏଲ୍)ର ଜଣେ ଫୁଲ୍ ଟାଇମ୍ ନିର୍ଦ୍ଦେଶକ ଅଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ କ୍ରିକେଟ ଲିମିଟେଡ୍ (ସିଏସ୍କେସିଏଲ୍) ସହ ତାଙ୍କର ସିଧାସଳଖ ସମ୍ପର୍କ ଥିବାରୁ ‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍ପିସିଏ)ର ଜଣେ ପୂର୍ବତନ ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା ଅଭିଯୋଗ କରିଥିଲେ। ଟିଏନ୍ସିଏ ଚାହିଁଲେ କୋର୍ଟ ଅଫ୍ ଲ’ରେ ଏହାକୁ ଚ୍ୟାଲେଞ୍ଜ କରିପାରିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.