E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ
2:03 pmJune 7, 2021

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର ଏବଂ ସୁଗାର ଲେବୁଲରେ ସମସ୍ୟା ଦେଖାଦେଇଥିଲା। ଅଂଶୁଳାଙ୍କୁ ଦେଖିବା ପାଇଁ ତାଙ୍କ ପିତା ବୋନି କପୁର ଏବଂ ଭଉଣୀ ଜାହ୍ନବୀ ହସ୍ପିଟାଲରେ ପହଞ୍ଚତ୍ଥିଲେ। ଜାହ୍ନବୀଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋକୁ ଫଟୋଗ୍ରାଫର ବିରଳ ଭୟାନି ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ।

ଅଂଶୁଳା ହେଉଛନ୍ତି ବୋନି କପୁର ଏବଂ ତାଙ୍କ ପ୍ରଥମ ସ୍ତ୍ରୀ ମୋନା ଶୌରୀଙ୍କ ଝିଇ। ଜାହ୍ନବୀ ଏବଂ ଖୁସି ହେଉଛନ୍ତି ତାଙ୍କ ସାବତ ଭଉଣୀ। କିନ୍ତୁ ଏମାନଙ୍କ ମଧ୍ୟରେ ପ୍ରଗାଢ଼ ଭଲ ପାଇବା ରହିଛି। ଅନେକ ସ୍ଥାନରେ ଭାଇ-ଭଉଣୀମାନଙ୍କୁ ଏକାଠି ଦେଖିବାକୁ ମିଳିଥାଏ। ଖାଲି ଏତିକି ନୁହେଁ ଭାଇଭଉଣୀ ମିଶି ଜନକଲ୍ୟାଣ କାମ କରିଥାନ୍ତି। ଏହି ଯେମିତି କରୋନା ମହାମାରୀରେ ପୀଡ଼ିତ ଭାରତର ଅନେକ ଲୋକଙ୍କୁ ସାହାଯ୍ୟ କରିବା ପାଇଁ କୋଟିଏରୁ ଅଧିକ ଟଙ୍କା ଏକଜୁଟ୍‌ କରିଥିଲେ ଅର୍ଜୁନ ଏବଂ ଅଂଶୁଳା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ...

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...

ପିତାଙ୍କୁ ମନେ ପକାଇଲେ ମାଧୁରୀ, ସୋସିଆଲ ମିଡିଆରେ ଲେଖିଲେ ଏମିତି କିଛି…

ମୁମ୍ବାଇ: ଜୁନ୍‌ ୨୦ ଅର୍ଥାତ୍‌ ରବିବାର ସମଗ୍ର ଦେଶରେ ପିତୃ ଦିବସ ପାଳନ କରାଯାଉଛି। ପିଲାମାନେ ଏହି ଦିନଟିକୁ ନିଜ ପିତାଙ୍କ ସହିତ ଏକ ବିଶେଷ...

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍‌ ପ୍ରତିଶ୍ରୁତି ପାଇଲେ ନେହା କକ୍କର

ବଲିଉଡ୍‌ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ...

ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍‌ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି
Next Post Next post:
ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts