ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍ପ୍ରେସର ଏବଂ ସୁଗାର ଲେବୁଲରେ ସମସ୍ୟା ଦେଖାଦେଇଥିଲା। ଅଂଶୁଳାଙ୍କୁ ଦେଖିବା ପାଇଁ ତାଙ୍କ ପିତା ବୋନି କପୁର ଏବଂ ଭଉଣୀ ଜାହ୍ନବୀ ହସ୍ପିଟାଲରେ ପହଞ୍ଚତ୍ଥିଲେ। ଜାହ୍ନବୀଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋକୁ ଫଟୋଗ୍ରାଫର ବିରଳ ଭୟାନି ନିଜ ଇନ୍ଷ୍ଟାଗ୍ରାମରେ ଶେୟାର କରିଥିଲେ।
ଅଂଶୁଳା ହେଉଛନ୍ତି ବୋନି କପୁର ଏବଂ ତାଙ୍କ ପ୍ରଥମ ସ୍ତ୍ରୀ ମୋନା ଶୌରୀଙ୍କ ଝିଇ। ଜାହ୍ନବୀ ଏବଂ ଖୁସି ହେଉଛନ୍ତି ତାଙ୍କ ସାବତ ଭଉଣୀ। କିନ୍ତୁ ଏମାନଙ୍କ ମଧ୍ୟରେ ପ୍ରଗାଢ଼ ଭଲ ପାଇବା ରହିଛି। ଅନେକ ସ୍ଥାନରେ ଭାଇ-ଭଉଣୀମାନଙ୍କୁ ଏକାଠି ଦେଖିବାକୁ ମିଳିଥାଏ। ଖାଲି ଏତିକି ନୁହେଁ ଭାଇଭଉଣୀ ମିଶି ଜନକଲ୍ୟାଣ କାମ କରିଥାନ୍ତି। ଏହି ଯେମିତି କରୋନା ମହାମାରୀରେ ପୀଡ଼ିତ ଭାରତର ଅନେକ ଲୋକଙ୍କୁ ସାହାଯ୍ୟ କରିବା ପାଇଁ କୋଟିଏରୁ ଅଧିକ ଟଙ୍କା ଏକଜୁଟ୍ କରିଥିଲେ ଅର୍ଜୁନ ଏବଂ ଅଂଶୁଳା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.