ମଣିଷଙ୍କୁ ୫୦ ବର୍ଷ ଡେଇଁବା ମାତ୍ରେ କିଛି ବିଶେଷ ସମସ୍ୟା ସେମାନଙ୍କୁ ଆକ୍ରାନ୍ତ କରିଥାଏ। ଯାହା ବୟସ୍କ ଲୋକଙ୍କ ଲାଗି ଚିନ୍ତାର କାରଣ ହୋଇପଡେ। କାରଣ ଏହି ବୟସରେ ଶରୀରର ରୋଗ ପ୍ରତିରୋଧକ କ୍ଷମତା କମ୍ ହୋଇ ଥାଏ। ତେବେ ଏପରି କିଛି ବିଶେଷ ସ୍ବାସ୍ଥ୍ୟ ସମସ୍ୟା ରହିଛି ଯାହା ୫୦ ବର୍ଷ ପରେ ଲୋକଙ୍କଠାରେ ଅଧିକ ଦେଖାଯାଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ…..
ହୃଦ୍ଘାତ: ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବାନୁଯାୟୀ ଆମେରିକାରେ ଏହି ରୋଗ ପ୍ରଥମ, ଯାହା ବୟସ୍କ ଲୋକଙ୍କଠାରେ ଅଧିକ ଦେଖାଯାଇଥାଏ।
ଦ୍ୱିତୀୟରେ କ୍ୟାନ୍ସର ଯାହା ବୟସ୍କ ବ୍ୟକ୍ତିମାନଙ୍କୁ ଅଧିକ ଆକ୍ରାନ୍ତ କରିଥାଏ। ଅମେରିକାରେ ୫୦ ବର୍ଷ ପରେ ଏହି ରୋଗ ବ୍ୟକ୍ତିଙ୍କଠାରେ ଅଧିକ ଦେଖାଯାଇଥାଏ। ଯଥା ପାକସ୍ଥଳୀ ଓ ସ୍ତନ କର୍କଟରେ ମହିଳାମାନେ ଆକ୍ରାନ୍ତ ହୋଇଥାନ୍ତି।
ଷ୍ଟ୍ରୋକ୍: ଆମେରିକାରେ ହୃଦ୍ଘାତ ଓ କ୍ୟାନ୍ସର ପରେ ପ୍ରାୟ ଲୋକ ଏହି ଷ୍ଟ୍ରୋକରେ ଆକ୍ରାନ୍ତ ହୋଇଥାନ୍ତି। ଯାହା ସବୁଠୁ ଅଧିକ ବୟସ୍କ ଲୋକଙ୍କୁ ଆକ୍ରାନ୍ତ କରିଥାଏ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.