E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା
11:25 amJune 22, 2021

ଆଇଜଲ୍‌,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି। କ୍ରୀଡା ମନ୍ତ୍ରୀ ରବର୍ଟ ରୋମାଓ୍ବିଆ ରୋଏଟ ତାଙ୍କ ନିର୍ବାଚନମଣ୍ଡଳୀରେ ସର୍ବାଧିକ ସଂଖ୍ୟକ ପିଲା ଥିବା ମାତାପିତାଙ୍କୁ ୧ ଲକ୍ଷ ଟଙ୍କା ନଗଦ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ତାଙ୍କ ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ସ୍ବଳ୍ପ ଜନସଂଖ୍ୟା ବିଶିଷ୍ଟ ମିଜୋ ସମ୍ପ୍ରଦାୟର ଜନସଂଖ୍ୟା ବୃଦ୍ଧି କରିବାକୁ ଉତ୍ସାହିତ କରିବା।

ଗତ ପିତୃ ଦିବସ ଅବସରରେ ସେ ଏହି ଘେଷଣା କରିଛନ୍ତି। ଅବଶ୍ୟ ରବର୍ଟ ସର୍ବନିମ୍ନ ଶିଶୁ ସଂଖ୍ୟା ଉଲ୍ଲେଖ କରି ନାହାଁନ୍ତି। ଆଇଜଲର ପୂର୍ବ-୨ ନିର୍ବାଚନ ମଣ୍ଡଳୀରେ ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ଏକ ଲକ୍ଷ ଟଙ୍କା ସହ ଏକ ସାର୍ଟିଫିକେଟ ଏବଂ ଟ୍ରଫି ଦିଆଯିବ ବୋଲି ସେ ଏକ ବିବୃତ୍ତିରେ କହିଛନ୍ତି। ଏହି ପ୍ରୋତ୍ସାହନ ରାଶି ମନ୍ତ୍ରୀଙ୍କ ପୁଅର କମ୍ପାନୀ ବହନ କରିବ। ମିଜୋ ସମ୍ପ୍ରଦାୟରେ ଜନସଂଖ୍ୟା ହ୍ରାସ ଏକ ଚିନ୍ତାର ବିଷୟ ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସିଂଘଓ୍ବି ରାମଦେବ ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌...

ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୬: ଜମ୍ମୁ-କଶ୍ମୀର ଶୋପିଆନର ହାଜିପୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ହୋଇଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି।...

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର...

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…
Next Post Next post:
ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts