E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଠକିଲେ ୧.୪୦ କୋଟି, ମିଳିଲା ୧୨ ଲକ୍ଷ
8:21 amJune 2, 2021

ଭୁବନେଶ୍ୱର,୨।୬(ବ୍ୟୁରୋ):ରାଜ୍ୟରେ ଅନ୍‌ଲାଇନ କାରବାର ବୃଦ୍ଧି ପାଇଛି। ଏହାର ସୁଯୋଗ ନେଇ ସାଇବର ଠକମାନେ ଗତ ମେ ମାସରେ ରାଜ୍ୟରେ ୧କୋଟି ୪୦ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏଥିମଧ୍ୟରୁ ୧୨ ଲକ୍ଷ ଟଙ୍କା ଫେରସ୍ତ ଆଣିବାରେ ପୋଲିସ ସଫଳ ହୋଇଛି। ମଙ୍ଗଳବାର କମିଶନରେଟ୍‌ ପୋଲିସର ସାଇବର ସେଲ୍‌ ପକ୍ଷରୁ ଏ ସଂକ୍ରାନ୍ତ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ ହୋଇଛି ଯେ, ଲକଡାଉନ୍‌ ଓ ଶଟଡାଉନ୍‌ ଭିତରେ ମେ ମାସରେ ରାଜ୍ୟରୁ ୧ କୋଟି ୪୦ଲକ୍ଷ ୯ହଜାର ୪୬୯ ଟଙ୍କା ସାଇବର ଠକ ଠକିନେଇଛନ୍ତି। କେବଳ ଭୁବନେଶ୍ୱରରୁ ୭୦ଲକ୍ଷ ୭୮ ହଜାର ୭୧୪ ଟଙ୍କା ଠକି ନିଆଯାଇଛି। ତେବେ ଅଭିଯୋଗ କ୍ରମେ ୧୨ ଲକ୍ଷ ୫ହଜାର ୩୦୬ ଟଙ୍କା ଫେରାଇ ଆଣିବାରେ ପୋଲିସ ସଫଳ ହୋଇଛି। ମେ’ ମାସରେ ୧୭ ଟି ମାମଲା ବିଭିନ୍ନ ଥାନାରେ ରୁଜୁ ହୋଇଛି। ସାଇବର ଡେସ୍କକୁ ୫୨୯ଟି କଲ୍‌ ଆସିଥିଲା। ଏଥିରୁ ଭୁବନେଶ୍ୱରରୁ ୨୫୬ କଲ୍‌ ରହିଛି । ୧୬୦ଟି ୟୁପିଆଇରେ ଠକେଇ ମଧ୍ୟରୁ ଭୁବନେଶ୍ୱରରୁ ୬୩ଟି , କ୍ରେଡିଟ୍‌ ଓ ଡେବିଟ୍‌ କାର୍ଡ ମାଧ୍ୟମରେ ୧୦୦ଟି ଠକେଇରୁ ରାଜଧାନୀରୁ ୪୮ଟି ରହିଛି। କଲ୍‌ ମାଧ୍ୟମରେ ୨୬୯ ଠକେଇ ମଧ୍ୟରୁ ୮୫ଟି ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଅଭିଯୋଗ କ୍ରମେ ୫୬ଟି ନମ୍ବରକୁ ବ୍ଲକ କରାଯାଇଛି। ବାରମ୍ବାର ଜନସଚେତନତା ସତ୍ତ୍ୱେ ଇ-ପେମେଣ୍ଟ ବ୍ୟବସ୍ଥା ଯୋଗୁ ଠକେଇ ଅଧିକ ହେଉଛି। ଏ ନେଇ ଅଭିଯୋଗ ପାଇଁ ସାଇବର ସେଲ୍‌ ପକ୍ଷରୁ ହେଲ୍ପ ଡେସ୍କ ନମ୍ବର ୭୪୪୦୦୦୬୭୦୯ ଜାରି କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ...

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ...

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ପ୍ରଥମ ସ୍ଥାନ ବଜାୟ ରଖିଲେ ଶେଫାଳି
Next Post Next post:
ସହଜ ରାସ୍ତା ନାହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts