E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ
9:57 pmJune 4, 2021

ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍‌ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। କେନ୍ଦ୍ର ସରକାର କୃଷି ଅଧ୍ୟାଦେଶ ଆଣିବାର ଏକ ବର୍ଷ ପୂର୍ତ୍ତି ଅବସରରେ ଏଭଳି ବିକ୍ଷୋଭ ପ୍ରଦର୍ଶନ କରିବା ସହ କୃଷି ଆଇନର ନକଲ ପୋଡା ଯିବ ବୋଲି ବିକେୟୁ ଗଣମାଧ୍ୟମ ପ୍ରଭାରୀ ଧର୍ମେନ୍ଦ୍ର ମଲିକ କହିଛନ୍ତି। ଯେଉଁ ଜିଲାରେ ଭାଜପା ଏମ୍‌ପି କିମ୍ବା ବିଧାୟକ ନାହାନ୍ତି, ସେଠାରେ ଜିଲାପାଳଙ୍କ ଅଫିସ୍‌ ଆଗରେ ବସିବେ ଚାଷୀମାନେ।

କେନ୍ଦ୍ର ସରକାରଙ୍କ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ସଂଗଠନଗୁଡ଼ିକ ଗତ ବର୍ଷ ନଭେମ୍ବରରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇ ଆସୁଛନ୍ତି। ଏନେଇ ସରକାରଙ୍କ ସହ କୃଷକ ସଂଗଠନ ପକ୍ଷରୁ ବାରମ୍ବାର ଆଲୋଚନା ହୋଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇପାରି ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା ଗ୍ରାଫ୍‌ ତଳ ମୁହାଁ…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି...

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ...

ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ...

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା
Next Post Next post:
କୋର୍ଟରେ 5G

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts