ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ କରି ରଥ ନିର୍ମାଣ କରୁଥିବା ଅଭିଯୋଗରେ ସୋମବାର ୧୦ ମହାରଣାଙ୍କୁ ଗିରଫ କରାଯାଇଥିବା ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ବେହେରା କହିଛନ୍ତି ।
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ମହାମାରୀ କରୋନା ପାଇଁ ପୁରୀ ଛଡ଼ା କେଉଁଠି ବି ରଥଯାତ୍ରା ହେବନି କି ରଥ ନିର୍ମାଣ ହେବନି ବୋଲି ନିର୍ଦ୍ଦେଶ ଦିଆଯାଇଥିଲା। ମାତ୍ର ନୀଳଗିରିରେ ଉପଜିଲ୍ଲାପାଳ ବାରମ୍ବାର ନୋଟିସ ଦେବାପରେ ମଧ୍ୟ ମହାରଣାମାନେ ରଥ ନିର୍ମାଣ କରିଥିଲେ। ସୋମବାର ଉପଜିଲାପାଳ, ତହସିଲଦାର ଏବଂ ପୋଲିସ ଅଧିକାରୀ ମିଳିତ ଭାବରେ ଚଢ଼ାଉ କରି ୧୦ ଜଣ ମହାରଣାଙ୍କୁ ଗିରଫ କରିଛନ୍ତି ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.