E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

୧୦୦ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
12:21 pmJune 3, 2021

କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଲଘମାନ୍‌, କୁନାର, ନନ୍‌ଗାରହର୍‌, ଘଜନି, ପାକଟିଆ, ମୈଦାନ ଓ୍ବାରଡକ୍‌, ଖୋଷ୍ଟ୍‌, ଜାବୁଲ୍‌, ବଡ଼ଘିସ୍‌, ହେରାଟ୍‌, ଫରୟାବ୍‌, ହେଲମଣ୍ଡ୍‌, ବାଘଲାନ ଆଦି ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଆତଙ୍କବାଦ ବିରୋଧି ଅପରେଶନ୍‌ରେ ଏହି ସଫଳତା ମିଳିଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରେଶନ୍‌ ସମୟରେ ୩୫ ପ୍ରକାର ଲ୍ୟାଣ୍ଡମାଇନ୍‌କୁ ନିଷ୍କ୍ରିୟ କରାଯାଇଛି। ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…

କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍‌ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ...

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ...

ଦୁର୍ଭିକ୍ଷ ଆଁରେ ଇଥିଓପିଆ

ଆଡିସ୍‌ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ...

ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା

ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ନାଇଟ୍‌ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ

ଲଣ୍ଡନ,୧୯ା୬: ଇଂଲଣ୍ଡରେ ନାଇଟ୍‌ ପାର୍ଟି କରାଉଥିବା ଏକ କମ୍ପାନୀକୁ ସରକାରଙ୍କ ପକ୍ଷରୁ ୩୬୦୦୦ ପାଉଣ୍ଡ ଅର୍ଥାତ୍‌ ୩୭ ଲକ୍ଷ ଟଙ୍କା ମିଳୁଛି। ଏପରି ନିଷ୍ପତ୍ତି ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କେହି ମାଲିକଙ୍କ ଘର କବାଟ ବାଡେଇଲେ ଛାତ ଉପରୁ ଥାଇ ଇଟା ଫିଙ୍ଗିଥାଏ ଏହି କୁକୁର; ଏବେ ଘଟିଲା କିଛି…
Next Post Next post:
ସିମ୍‌ କାର୍ଡ କୋଣ କାହିଁକି କଟାଥାଏ: ଜାଣନ୍ତୁ ରହସ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts