କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଲଘମାନ୍, କୁନାର, ନନ୍ଗାରହର୍, ଘଜନି, ପାକଟିଆ, ମୈଦାନ ଓ୍ବାରଡକ୍, ଖୋଷ୍ଟ୍, ଜାବୁଲ୍, ବଡ଼ଘିସ୍, ହେରାଟ୍, ଫରୟାବ୍, ହେଲମଣ୍ଡ୍, ବାଘଲାନ ଆଦି ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଆତଙ୍କବାଦ ବିରୋଧି ଅପରେଶନ୍ରେ ଏହି ସଫଳତା ମିଳିଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରେଶନ୍ ସମୟରେ ୩୫ ପ୍ରକାର ଲ୍ୟାଣ୍ଡମାଇନ୍କୁ ନିଷ୍କ୍ରିୟ କରାଯାଇଛି। ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.