ତେଳଅଭିବ୍,୧୦।୬: ଇସ୍ରାଏଲ୍ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ ମୂଳକ କାର୍ଯ୍ୟକ୍ରମ ଅର୍ନ୍ତଗତ ଖନନ ହେଉଥିବା ସମୟରେ ଅଣ୍ଡାଟି ମିଳିଥିବା ନେଇ ପ୍ରତ୍ନତତ୍ତ୍ୱ ବିଭାଗର ବିଶେଷଜ୍ଞ ଡ. ଲି ପେରି ଗାଲ୍ ସୂଚନା ଦେଇଛନ୍ତି। କୁକୁଡ଼ା ପାଳନ ୬ ହଜାର ବର୍ଷ ତଳେ ପ୍ରଥମେ ଦକ୍ଷିଣ ପୂର୍ବ ଏସିଆରେ ହୋଇଥିବା ସେ କହିଛନ୍ତି।
Posted inଅନ୍ତର୍ଜାତୀୟ, ଫୁରସତ View All
ଆତଙ୍କବାଦୀ ହାଫିଜ୍ ସୟିଦ୍ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ
ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...
ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…
ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍ ପର୍ଯ୍ୟନ୍ତ...
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍ଙ୍କ ଇସ୍ତଫା
ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ...
କଫି ୭ ହଜାର, କଦଳୀ ୩ ହଜାର
ପୋଙ୍ଗ୍ୟାଙ୍ଗ୍, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ...
ଭାକ୍ସିନ୍ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍…
ଜେରୁଜେଲମ୍,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍ ପଠାଇବାକୁ ଇସ୍ରାଏଲ୍ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍ କିଛି ଦିନ ପରେ...
କନ୍ୟାଙ୍କ ପାଦ ଛୁଇଁଲେ ବର: କହିଲେ ହୃଦୟସ୍ପର୍ଶୀ କଥା
ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ପରେ କନ୍ୟା ବରଙ୍କ ପାଦ ଛୁଇଁଥା’ନ୍ତି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି।...
ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା...
ପଳାତକ ଚୋକ୍ସିଙ୍କ ଜାମିନ ଆବେଦନ ଖାରଜ…
ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ...


