ତେଳଅଭିବ୍,୧୦।୬: ଇସ୍ରାଏଲ୍ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ ମୂଳକ କାର୍ଯ୍ୟକ୍ରମ ଅର୍ନ୍ତଗତ ଖନନ ହେଉଥିବା ସମୟରେ ଅଣ୍ଡାଟି ମିଳିଥିବା ନେଇ ପ୍ରତ୍ନତତ୍ତ୍ୱ ବିଭାଗର ବିଶେଷଜ୍ଞ ଡ. ଲି ପେରି ଗାଲ୍ ସୂଚନା ଦେଇଛନ୍ତି। କୁକୁଡ଼ା ପାଳନ ୬ ହଜାର ବର୍ଷ ତଳେ ପ୍ରଥମେ ଦକ୍ଷିଣ ପୂର୍ବ ଏସିଆରେ ହୋଇଥିବା ସେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.