E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଖେଳ

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…
2:51 pmJune 12, 2021

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗାସୁଁ ପ୍ରଦେଶରେ ମେ ୨୩ରେ ୧୦୦ କିଲୋମିଟର ମାରାଥନ୍‌ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବରଫାପାତ ଏବଂ ଝଡ଼ବର୍ଷା ଯୋଗୁ ଏଭଳି ହୋଇଛି। ଆୟୋଜନକାରୀ ପାଣିପାଗ ସମ୍ପର୍କରେ ପ୍ରତିଯୋଗୀଙ୍କୁ କୌଣସି ସୂଚନା ପ୍ରଦାନ କରି ନ ଥିବା ଅଭିଯୋଗ ହୋଇଛି। ୨୦୧୮ଠାରୁ ଆରମ୍ଭ ହୋଇଥିବା ଗାସୁଁ ମାରାଥନ୍‌ରେ ପ୍ରଥମ ବର୍ଗରେ କିଲୋମିଟର, ଦ୍ୱିତୀୟ ବର୍ଗରେ ୨୧ କିଲୋମିଟର ଏବଂ ତୃତୀୟ ବର୍ଗରେ ୧୦୦ କିଲୋମିଟର ମାରାଥନ୍‌ ଦୌଡ଼ ହୋଇଥାଏ। ଜନମାନବ ଶୂନ୍ୟ ରାସ୍ତାରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ୨୦ ଘଣ୍ଟାର ସମୟ ପ୍ରତିଯୋଗୀଙ୍କୁ ପ୍ରଦାନ କରାଯାଇଥାଏ। ଚେକ୍‌ ପଏଣ୍ଟ୍‌ ୨ ଏବଂ ୩ ମଧ୍ୟରେ ପ୍ରତିଯୋଗୀଙ୍କୁ ଖରାପ ପାଗର ସମ୍ମୁଖୀନ ହେବାକୁ ପଡ଼ିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଖେଳ View All

ଟିମ୍‌ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍‌ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ...

ବେଜୋସ୍‌ଙ୍କ ସହ ମହାକାଶ ଯାତ୍ରା: ପାଖ ସିଟ୍‌ ପାଇଁ ୨୦୫ କୋଟି

ୱାଶିଂଟନ,୧୪।୬: ବ୍ଲ୍ୟୁ ଓରିଜିନ ପ୍ରତିଷ୍ଠାତା ତଥା ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍‌ ବେଜୋସ୍‌ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ। ମହାକାଶ ଯାତ୍ରା...

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍‌ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ...

ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ

ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି।...

ଫ୍ରେଞ୍ଚ୍‌ ଓପନ ଟେନିସ: ଜୋକୋଭିଚ୍‌-ବେରେଟିନି କ୍ୱାର୍ଟର ଫାଇନାଲ

ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌। ୪ର୍ଥ ରାଉଣ୍ଡରେ...

ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି

କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
Next Post Next post:
ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts