E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା
9:37 amJune 25, 2021

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍‌ ମହାମାରୀ ପରିପ୍ରେକ୍ଷୀରେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଚାହିଦାରେ ବଡ଼ ଧରଣର ହ୍ରାସ ଘଟିଥିବାରୁ ଏହା ଦୁଗ୍ଧଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଲଘୁଚାପ: ୧୬ ଯାଏ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ...

ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ

କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ...

ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା...

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...

ଧରାପଡ଼ିଲା ସେକ୍ସ ର଼୍ୟାକେଟ୍‌ କିଙ୍ଗ୍‌ପିନ

କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା...

କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ...

ଯୁବକଙ୍କୁ ହତ୍ୟା ପରେ ଇବ୍‌ନଦୀରେ ଭସାଇ ଦେଲେ

ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍‌ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜେଲରେ ଜନ୍‌ ମେକେଫି ମୃତ
Next Post Next post:
୨୭ ଯାଏ ବର୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts