କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍ରେ ୧୮ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଏହି ଘଟଣାରେ ୯ ଜଣ ଆତଙ୍କବାଦୀ ଆହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ଟି ଲାଣ୍ଡ୍ମାଇନ୍କୁ ନିଷ୍କ୍ରିୟ କରାଯାଇଛି। ସୁରକ୍ଷାକର୍ମୀଙ୍କ ମଧ୍ୟରେ କେହି ମୃତାହତ ହୋଇ ନ ଥିବା ପ୍ରତିରକ୍ଷା ବିଭାଗ କହିଛି। ସ୍ଥାନୀୟ ପୋଲିସ ବିଭାଗ ଏବଂ ଆଫଗାନିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ମିଳିତ ଭାବେ ଏହି ଅପରେଶନ୍ ହୋଇଥିଲା।
Posted inଅନ୍ତର୍ଜାତୀୟ View All
ପ୍ରତ୍ୟର୍ପଣ ପାଇଁ ଡୋମିନିକା ରାଜି
ରୋଷେଉ,୩ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ଅଡ଼ୁଆ ବଢ଼ିଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ୧୩,୫୦୦ କୋଟି ଋଣ ଜାଲିଆତି କରି ଫେରାର ହୋଇଥିବା...
୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍: ପୁଣି ଦିଆଯିବ ଡୋଜ୍…
ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...
ଜେନେଭାରେ ବାଇଡେନ୍-ପୁଟିନ୍ ସମିଟ୍
ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍...
୩୩୦ କୋଟି ଦେଲେ ସ୍କଟ୍
ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍ ବେଜୋସ୍ଙ୍କ ପୂର୍ବତନ ସ୍ତ୍ରୀ ମାକ୍କେଞ୍ଜି ସ୍କଟ୍ ୪୫ ମିଲିୟନ ଡଲାର (ପ୍ରାୟ ୩୩୦...
ଜୁନ୍ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ
ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍...
ଜି ୭ର ଗ୍ଲୋବାଲ୍ ଇନ୍ଫ୍ରା ପ୍ଲାନ୍
କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭...
୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ
ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ...
ଭାକ୍ସିନ୍ ନ ନେଲେ ମୋବାଇଲ୍ ସିମ୍ କାର୍ଡ ହେବ ବ୍ଲକ୍, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…
କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...


