E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…
2:42 pmJune 15, 2021

କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍‌ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ୧୮ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଏହି ଘଟଣାରେ ୯ ଜଣ ଆତଙ୍କବାଦୀ ଆହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ଟି ଲାଣ୍ଡ୍‌ମାଇନ୍‌କୁ ନିଷ୍କ୍ରିୟ କରାଯାଇଛି। ସୁରକ୍ଷାକର୍ମୀଙ୍କ ମଧ୍ୟରେ କେହି ମୃତାହତ ହୋଇ ନ ଥିବା ପ୍ରତିରକ୍ଷା ବିଭାଗ କହିଛି। ସ୍ଥାନୀୟ ପୋଲିସ ବିଭାଗ ଏବଂ ଆଫଗାନିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ମିଳିତ ଭାବେ ଏହି ଅପରେଶନ୍‌ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...

ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ

ବେଜିଂ, ୨ା୬: ଗଲଓ୍ବାନ ଘାଟିରେ ଗତବର୍ଷ ଜୁନ୍‌ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ନିଜ ବ୍ଲଗ୍‌ରେ ପୋଷ୍ଟ କରିଥିବା ଚାଇନିଜ୍‌ ବ୍ଲଗର...

ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ...

୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା

ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ...

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍‌ଏସ୍‌କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍‌…
Next Post Next post:
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts