E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ
11:02 amJune 19, 2021

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍‌ଏସି, ଜଗତ୍‌ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି, ଯାଜପୁରର ବ୍ୟାସନଗର ମ୍ୟୁନିସିପାଲିଟି, ଖୋର୍ଦ୍ଧାର ଜଟଣୀ ମ୍ୟୁନିସିପାଲିଟି, କୋରାପୁଟର ଜୟପୁର ଓ ସୁନାବେଡ଼ା ମ୍ୟୁନିସିପାଲିଟି, ନୂଆପଡ଼ାର ଖରିଆର ରୋଡ୍‌ ଏନ୍‌ଏସି ଏବଂ ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ମ୍ୟୁନିସିପାଲିଟି। ଏନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହପାତ୍ର ସମ୍ପୃକ୍ତ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ସ୍ଥାନରେ ଏହି ବର୍ଗର ୧,୯୦,୨୨୦ ହିତାଧିକାରୀ ରହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ...

ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ...

ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ...

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...

୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…
Next Post Next post:
ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍‌ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts