ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍ଏସି, ଜଗତ୍ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି, ଯାଜପୁରର ବ୍ୟାସନଗର ମ୍ୟୁନିସିପାଲିଟି, ଖୋର୍ଦ୍ଧାର ଜଟଣୀ ମ୍ୟୁନିସିପାଲିଟି, କୋରାପୁଟର ଜୟପୁର ଓ ସୁନାବେଡ଼ା ମ୍ୟୁନିସିପାଲିଟି, ନୂଆପଡ଼ାର ଖରିଆର ରୋଡ୍ ଏନ୍ଏସି ଏବଂ ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ମ୍ୟୁନିସିପାଲିଟି। ଏନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହପାତ୍ର ସମ୍ପୃକ୍ତ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ସ୍ଥାନରେ ଏହି ବର୍ଗର ୧,୯୦,୨୨୦ ହିତାଧିକାରୀ ରହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.