E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ
10:20 amJune 5, 2021

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ କରାଯିବ। ଗତ ମେ ୩, ୪ ଓ ୫ରେ ଟିକା ନେଇଥିବା ହିତାଧିକାରୀଙ୍କୁ ଆସନ୍ତା ୮,୯ ଓ ୧୦ ତାରିଖରେ ଦ୍ୱିତୀୟ ଡୋଜ୍‌ ଟିକା ପ୍ରଦାନ କରାଯିବ। ଟିକାର ଅଭାବ ପାଇଁ ଏବେ ମୋବିଲାଇଜେଶନ ସେଣ୍ଟରଗୁଡିକ ବନ୍ଦ ଥିବାବେଳେ ଖୁବ୍‌ଶୀଘ୍ର ଏହାକୁ ପୁଣିଥରେ ଖୋଲାଯାଇ ଟିକାକରଣ କରାଯିବ। ଏନେଇ ବିଏମ୍‌ସି ପକ୍ଷରୁ ହିତାଧିକାରୀଙ୍କୁ ସୂଚନା ଦିଆଯିବ ବୋଲି ବିଏମ୍‌ସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି। ସେହିପରି ପୂର୍ବରୁ ଯେଉଁସବୁ ସ୍ଥାନରେ ଟିକାକରଣ କରାଯାଉଥିଲା ସେହିଠାରେ ହିଁ ଦ୍ୱିତୀୟ ଡୋଜ୍‌ ଦିଆଯିବ। ତେବେ ଯେଉଁମାନେ କୋଓ୍ବିନ୍‌ ଆପ୍‌ ଜରିଆରେ ସ୍ଲଟ୍‌ ବୁକିଂ କରି ପ୍ରଥମ ଡୋଜ୍‌ ଟିକା ନେଇଛନ୍ତି, ସେମାନଙ୍କୁ ଦ୍ୱିତୀୟ ଡୋଜ୍‌ ପାଇଁ ପୁଣି ଥରେ ସ୍ଲଟ୍‌ ବୁକିଂ କରିବାକୁ ପଡିବ ବୋଲି ଅତିରିକ୍ତ କମିଶନର ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…

ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍‌ ଯୋଗୁ...

୨୩ ଦିନରେ ୧୫୬.୬ମି.ମି ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଏଥର ସ୍ବାଭାବିକ ମୌସୁମୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି...

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ
Next Post Next post:
ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts