ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର ମୂଲ୍ୟ ୧୮,୧୭୦.୦୨ କୋଟି ବୋଲି ଇଡ଼ି ପକ୍ଷରୁ କୁହାଯାଇଛି। ଇଡ଼ିପକ୍ଷରୁ କେନ୍ଦ୍ର ସରକାର ଏବଂ ବିଭିନ୍ନ ବ୍ୟାଙ୍କକୁ ୯,୩୭୧.୧୭ କୋଟି ଟଙ୍କା ଫେରସ୍ତ କରାଯାଇଛି। ତିନି ପଳାତକଙ୍କ ଯୋଗୁ ବ୍ୟାଙ୍କର ୨୨,୫୮୫.୮୩ କୋଟି ଟଙ୍କା କ୍ଷତି ହୋଇଥିଲା। ସେଥିମଧ୍ୟରୁ ଇଡ଼ି ବର୍ତ୍ତମାନ ସୁଦ୍ଧା ୧୮,୧୭୦.୦୨ କୋଟିର ସମ୍ପତ୍ତି ଜବତକରିବାକୁ ସକ୍ଷମ ହୋଇଛି। ବିଦେଶରେ ତିନି ପଳାତକଙ୍କର ୯୬୯ କୋଟି ଟଙ୍କାର ସମ୍ପତ୍ତି ରହିଥିବା ଇଡ଼ି କହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.