ଲିଓନାର୍ଡୋ ଡା ଭିନ୍ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍ ଦେଖିବାକୁ ମିଳିଛି। ଏହି ନିଲାମ ଅର୍ଥ ୩ ଲକ୍ଷ ୟୁରୋ ବା ପ୍ରାୟ ୨.୭ କୋଟି ପର୍ଯ୍ୟନ୍ତ ଯାଇପାରେ ବୋଲି ଆଶା କରାଯାଉଛି। ୧୭ଦଶ ଶତାବ୍ଦୀ ପ୍ରାରମ୍ଭରେ ଲିଓନାର୍ଡୋ ଜଣେ ସୁନ୍ଦରୀ ମହିଳାଙ୍କ ଚିତ୍ର ଆଙ୍କି ଏହାକୁ ମୋନାଲିସା ନାଁ ଦେଇଥିଲେ। ପୂର୍ବତନ ମାଲିକ ରେମଣ୍ଡ ହେକିଂଙ୍କ ନାଁ ଅନୁଯାୟୀ ପେଣ୍ଟିଂର ନାମ ମୋନାଲିସା ହେକିଂ ରଖାଯାଇଥିଲା। ଲିଓନାର୍ଡୋଙ୍କ ଜଣେ ଅନୁଗାମୀ ଏହି ରେପ୍ଲିକାକୁ ଆଙ୍କିଥିଲେ।
Posted inଅନ୍ତର୍ଜାତୀୟ, ଫୁରସତ View All
ତଳକୁ ମୁହଁ କରି ଖାଉଥିଲା କୁକୁର: ପଛରୁ ଖୁମ୍ପିଲା କାଉ; ଆଉ ତା’ ପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ...
୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...
ଶିଡ଼ି ଚଢ଼ିବାରେ ଶିଶୁକୁ ରୋକୁଛି କୁକୁର, କାରଣ ଜାଣିଲେ…
ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତା’ର ଠିକଣା ନାହିଁ। ଆଜିକାଲି ଇଣ୍ଟରନେଟ୍ରେ ଏକ କୁକୁରର ଏମିତି ଭିଡିଓ ଭାଇରାଲ ହେଉଛି, ଯାହା ଆପଣଙ୍କ...
ବରଣମାଳା ପାଇଁ ଷ୍ଟେଜ୍ରେ ଅପେକ୍ଷା କରିଥିଲେ ବର; ପ୍ରେମିକଙ୍କ ସହ ଫେରାର ହୋଇଗଲେ କନ୍ୟା; ଆଉ ତା’ ପରେ…
ଚିତ୍ରକୂଟ: ଆପଣ ସିନେମାରେ କନ୍ୟା ହଠାତ୍ ବିବାହ ମଣ୍ଡପରୁ ପ୍ରେମିକଙ୍କ ସହ ଫେରାର ହେବା ଦୃଶ୍ୟ ଦେଖିଥିବେ ନିଶ୍ଚୟ। ହେଲେ ବାସ୍ତବରେ ମଧ୍ୟ ଏଭଳି ଏକ...
ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା
ଯେତେବେଳେ ବଡ଼ ବିଲ୍ଡିଂର କଥା ଆସେ ତେବେ ଘର କେମିତି ହେବା ଦରକାର କେତେ ସମୟ ଲାଗିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ। ମାତ୍ର ଚାଇନାର...
ପୂର୍ବତନ ପ୍ରେମିକଙ୍କୁ ଉପହାରରେ ଦେଇଥିଲେ ଗାଡ଼ି; ବ୍ରେକ୍ଅପ୍ ପରେ ପ୍ରତିଶୋଧ ପରାୟଣ ହୋଇ ନିଆଁ ଲଗାଇଲେ ଯୁବତୀ; ଭିଡିଓ ଦେଖିଲେ…
ବ୍ୟାଙ୍କକ୍: ପୂର୍ବତନ ପ୍ରେମିକଙ୍କଠାରୁ ପ୍ରତିଶୋଧ ନେଲେ ଜଣେ ଯୁବତୀ, ସେ ବି ଏମିତି ଯେ ଶୁଣିଲେ ଆପଣ ଚକିତ ହୋଇଯିବେ। ପ୍ରତିଶୋଧ ନେବାକୁ ସେ ପ୍ରେମିକଙ୍କ...
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...


