E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର
8:37 amJune 26, 2021

ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍‌ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି ପୁରସ୍କାର ମିଳିଛି। ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ପାଇଁ ସାମାଜିକ ପର୍ଯ୍ୟାୟ ବର୍ଗରେ ଦେଶରେ ରାଜଧାନୀ ଭୁବନେଶ୍ୱରକୁ ଦ୍ୱିତୀୟ ସ୍ଥାନ ମିଳିଥିବା ବେଳେ ଗଭର୍ନାନ୍ସ ପର୍ଯ୍ୟାୟରେ ମୋବାଇଲ ଫୋନ୍‌ ଆପ୍ଲିକେଶନ ‘ଭୁବନେଶ୍ୱର ମି’ ପାଇଁ ତୃତୀୟ ସ୍ଥାନ ହାସଲ କରିଛି। ସାମାଜିକ ପର୍ଯ୍ୟାୟ ବର୍ଗରେ ତିରୁପତି ପ୍ରଥମ ଓ ତୁମାକୁରୁ ତୃତୀୟ ସ୍ଥାନ ହାସଲ କରିଛନ୍ତି। ସେହିପରି ଗଭର୍ନାନ୍ସ ପର୍ଯ୍ୟାୟରେ ଭଦୋଦରା ଏବଂ ଥାଣେ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ୧୦୦ଟି ସ୍ମାର୍ଟସିଟି ଉକ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ ଖୁସିବ୍ୟକ୍ତ କରି ଭୁବନେଶ୍ୱର ମହାନଗର ନିଗମ କମିଶନର ସଞ୍ଜୟ ସିଂ କହିଛନ୍ତି, ଆଗାମୀ ଦିନରେ ଆହୁରି ଅନେକ ଅଭିନବ ନାଗରିକ କୈନ୍ଦ୍ରିକ ସେବା ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ସ୍ମାର୍ଟସିଟି ପ୍ରକଳ୍ପ କାର୍ଯ୍ୟ ଆହୁରି ତ୍ୱରାନ୍ବିତ କରାଯିବ। ଆଗାମୀ ଦିନରେ ଆମେ ଆହୁରି ଅନେକ ପୁରସ୍କାର ପାଇବାକୁ ଯୋଗ୍ୟବିବେଚିତ
ହେବୁ ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୪ ଜିଲାରେ ହେବ ଅଣଧାନ ଫସଲ

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍‌ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍‌ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ...

ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ

ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...

ନେପାଳୀ ନାଗରିକଙ୍କୁ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ...

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...

ଆଇୟୁସିଏନ୍‌ ପୋର୍ଟାଲ୍‌ରେ ‘ପୃଥିବୀ ମନ୍ଥନ’

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍‌ର ପୋର୍ଟାଲ୍‌ରେ ଅରୋମିରା ଏଣ୍ଟରଟେନ୍‌ମେଣ୍ଟର ଭାଇରାଲ୍‌ ମ୍ୟୁଜିକ୍‌ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...

କରୋନାରୁ ସୁସ୍ଥ ହୃଦ୍‌ରୋଗୀ ହାର୍ଟ ଚେକ୍‌ ଅପ୍‌ କରିବାକୁ ପରାମର୍ଶ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ
Next Post Next post:
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts