E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କାର୍‌ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍‌
10:02 pmJune 17, 2021

ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍‌ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି ଟଙ୍କା ହେବ।

ଟିପ୍‌ ଅପ୍‌ ପାଇବା ପରେ ଇମ୍ଫାଲରେ କାରକୁ ଅଟକାଇଥିଲେ ରାଜସ୍ବ ବିଭାଗର ଇଣ୍ଟେଲିଜେନ୍ସ ଅଧିକାରୀ। କାର୍‌ରେ ଥିବା ଦୁଇ ଜଣଙ୍କୁ ପଚରାଉଚୁରା କରାଯିବା ପରେ ଗାଡ଼ିର ତଲାସି ନିଆଯାଇଥିଲା। କାର୍‌ର ୩ଟି ସ୍ବତନ୍ତ୍ର ସ୍ଥାନରେ ଲୁଚାଇ ରଖାଯାଇଥିଲା ସୁନା ବିସ୍କୁଟ। ବିଦେଶରେ ନିର୍ମିତ ୨୬୦ ସୁନା ବିସ୍କୁଟକୁ ଉଦ୍ଧାର କରିବା ପାଇଁ ଅଧିକାରୀଙ୍କୁ ଲାଗିଥିଲା ୧୮ ଘଣ୍ଟା।

ସମାନ ଗାଡ଼ି ପୂର୍ବରୁ ସୁନା ଚୋରାଚାଲାଣରେ ବ୍ୟବହାର ହେଉଥିବା ଅଧିକାରୀ ସୂଚନା ଦେଇଛନ୍ତି। ମ୍ୟାନମାର ସୀମାକୁ ଲାଗିଥିବା ମଣିପୁରରେ ପ୍ରବଳ ମାତ୍ରାରେ ସୁନା ଚୋରାଚାଲାଣ କରାଯାଉଛି। ଏପରି କି କୋଭିଡ୍‌ କାରଣରୁ ଲକ୍‌ଡାଉନ ସମୟରେ ଗୁଆହାଟି ଜୋନରୁ ୬୭ କେଜି ସୁନା (୩୩ କୋଟି ଟଙ୍କା) ଜବତ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି...

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪...

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...

ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ

ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୬ : କୋଭିଡ୍‌-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ
Next Post Next post:
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts