E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ

୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍‌ ଜବତ, ୩ ଗିରଫ
12:17 pmJune 21, 2021

ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ଗୋଟିଏ ହୋଣ୍ଡା ମୋଟରସାଇକେଲ(ଓଡି-୦୧ଆର-୮୬୭୬) ଓ ଗୋଟିଏ ସ୍କୁଟିରୁ(ଓଡି-୦୧ଏଜେ-୮୯୬୯) ୧୭୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମର ମଧୁସୂଦନ ମଳିକ ଓ ବାରାପୁର ଗ୍ରାମର ପ୍ରକାଶ କୁମାର ବେହେରାଙ୍କୁ ଗିରଫ କରାଯାଇଛି। ସେହିପରି ବାଂଶଡ଼ା ଥାନା ଅନ୍ତର୍ଗତ କୁଆମରା ଛକ ନିକଟରେ ଚଢ଼ାଉ କରାଯାଇ ଗୋଟିଏ ବାଜାଜ ପଲସର ମୋଟର ସାଇକେଲରୁ (ଓଡି-୨୨ଏସ-୮୫୯୦) ୫୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ବାଂଶଡ଼ା ଥାନା ଅନ୍ତର୍ଗତ ପଞ୍ଚୁଟିକ୍ରି ଗ୍ରାମର ଦିଲ୍ଲୀପ କୁମାର ମହାଳିକଙ୍କୁ ଗିରଫ କରାଯାଇଛ। ଅବକାରୀ ବିଭାଗ ପକ୍ଷରୁ ହୋଇଥିବା ଉକ୍ତ ଚଢ଼ାଉରେ ସମୁଦାୟ ୨୨୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ମୋଟ ୩ ଜଣଙ୍କୁ ଗିରଫ କରାଯାଇଛି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଏନେଇ ଅବକାରୀ ବିଭାଗ ପକ୍ଷରୁ ୩ଟି ପୃଥକ୍‌ ମାମଲା ରୁଜୁ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ View All

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା...

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା...

ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିବା ପରେ ଆତ୍ମହତ୍ୟା କଲେ ସ୍ବାମୀ

ପୁରୁଷୋତ୍ତମପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ଛେଲୁ ଗ୍ରାମରେ ଜଣେ ମଦ୍ୟପ ସ୍ବାମୀ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ମୁଣ୍ଡକୁ ପଥର ଛେଚି...

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ଗୁରୁତର

ବାଲିଗୁଡ଼ା,୨୬ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ସହ ମୋଟରସାଇକଲ ମୁହାଁମୁହିଁ ଧକ୍କା ହୋଇଛି।...

ତିନିଦିନ ତଳେ ରାଗିକି ଘର ଛାଡ଼ି ଯାଇଥିଲେ: ଏବେ ଗଛରୁ ଝୁଲନ୍ତା ମୃତଦେହ ଜବତ

ବ୍ରହ୍ମପୁର ଅଫିସ,୪ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ଫାଣ୍ଡି ନିକଟ ବେଡ଼ାବନ୍ଧ ହୁଡ଼ାରେ ଥିବା ଏକ ଖଜୁରୀ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା...

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ...

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୫ ମିନିଟ୍‌ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର
Next Post Next post:
ପୁଅର ପ୍ରଥମ ଝଲକ୍‌ ଦେଖାଇଲେ କପିଲ୍‌ ଶର୍ମା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts