E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି
10:07 pmJune 25, 2021

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଘଟଣା ସମ୍ପର୍କରେ ସକାଳ ୯ଟା ରେ ଖବର ପାଇଥିଲା ଦ୍ୱାରକା ସେକ୍ଟର-୨୩ ଥାନା ପୋଲିସ। ଏହାକୁ ପୋଲିସ ଅନର କିଲିଂ ମାମଲା ବୋଲି ସନ୍ଦେହ କରୁଛି।

ପୋଲିସର ତଦନ୍ତରୁ ଜଣାପଡ଼ିଛି, ମୃତକ ବିନୟ ଦାହିୟା (୨୩) ଓ ତାଙ୍କ ସ୍ତ୍ରୀ କିରନ (୧୯)ଙ୍କୁ ଭଡ଼ା ଘରେ ପଶି ୬ରୁ ୭ ଜଣ ଲୋକେ ଗୁଳି କରିଥିଲେ। ବିନୟଙ୍କ ଦେହରେ ୪ଟି ଗୁଳି ବାଜିଥିବାରୁ ତାଙ୍କ ମୃତ୍ୟୁ ହୋଇଥିବାବେଳେ ୫ ଗୁଳି ଖାଇଥିବା କିରନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କହିଛନ୍ତି ଦ୍ୱାରକା ଡିସିପି ସନ୍ତୋଷ କୁମାର ମିନା। ଏହି ଦମ୍ପତି ଗତବର୍ଷ ସେମାନଙ୍କ ପରିବାର ଇଚ୍ଛା ବିରୋଧରେ ହରିୟାଣାର ସୋନିପତରୁ ଫେରାର ହୋଇଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍‌ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର।...

ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଆଇଜଲ୍‌,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି।...

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌...

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ...

ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶେଷ ପର୍ଯ୍ୟାୟରେ ରଥ ପ୍ରସ୍ତୁତି କାର୍ଯ୍ୟ
Next Post Next post:
ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts