E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି
10:07 pmJune 25, 2021

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଘଟଣା ସମ୍ପର୍କରେ ସକାଳ ୯ଟା ରେ ଖବର ପାଇଥିଲା ଦ୍ୱାରକା ସେକ୍ଟର-୨୩ ଥାନା ପୋଲିସ। ଏହାକୁ ପୋଲିସ ଅନର କିଲିଂ ମାମଲା ବୋଲି ସନ୍ଦେହ କରୁଛି।

ପୋଲିସର ତଦନ୍ତରୁ ଜଣାପଡ଼ିଛି, ମୃତକ ବିନୟ ଦାହିୟା (୨୩) ଓ ତାଙ୍କ ସ୍ତ୍ରୀ କିରନ (୧୯)ଙ୍କୁ ଭଡ଼ା ଘରେ ପଶି ୬ରୁ ୭ ଜଣ ଲୋକେ ଗୁଳି କରିଥିଲେ। ବିନୟଙ୍କ ଦେହରେ ୪ଟି ଗୁଳି ବାଜିଥିବାରୁ ତାଙ୍କ ମୃତ୍ୟୁ ହୋଇଥିବାବେଳେ ୫ ଗୁଳି ଖାଇଥିବା କିରନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କହିଛନ୍ତି ଦ୍ୱାରକା ଡିସିପି ସନ୍ତୋଷ କୁମାର ମିନା। ଏହି ଦମ୍ପତି ଗତବର୍ଷ ସେମାନଙ୍କ ପରିବାର ଇଚ୍ଛା ବିରୋଧରେ ହରିୟାଣାର ସୋନିପତରୁ ଫେରାର ହୋଇଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌...

ସ୍ବିସ୍‌ ବ୍ୟାଙ୍କ୍‌ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି

ନୂଆଦିଲ୍ଲୀ,୧୭।୬: ସ୍ବିସ୍‌ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ...

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ...

ଭାରତୀୟ ଆଇନକୁ ପାଳନ କର

ନୂଆଦିଲ୍ଲୀ, ୧୯।୬: ଭାରତୀୟ ଆଇନ ଓ ନିୟମାବଳୀକୁ ଅନୁପାଳନ କରିବା ଲାଗି ସଂସଦୀୟ କମିଟି ଶୁକ୍ରବାର ଟୁଇଟର ଇଣ୍ଡିଆକୁ କଡ଼ା ବାର୍ତ୍ତା ଦେଇଛି। ନୂଆ ଆଇଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶେଷ ପର୍ଯ୍ୟାୟରେ ରଥ ପ୍ରସ୍ତୁତି କାର୍ଯ୍ୟ
Next Post Next post:
ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts