E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ପୁରୀ, ରାଜ୍ୟ

ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍‌ ବାତିଲ
11:41 amJune 20, 2021

ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍‌-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ସମନ୍ବୟରେ ପୁରୀକୁ କିଛି ଟ୍ରେନ୍‌ ବାତିଲ କରାଯାଇଛି। ସେଗୁଡ଼ିକ ମଧ୍ୟରୁ ପୁରୀକୁ ଆସୁଥିବା ୨୬ଟି ଦୂରଗାମୀ ଟ୍ରେନ୍‌ ଖୋର୍ଦ୍ଧାରୋଡ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ଖୋର୍ଦ୍ଧାରୋଡରୁ ଯାତ୍ରା ଆରମ୍ଭ କରିବ। ଉଭୟ ଦିଗରୁ ଖୋର୍ଦ୍ଧାରୋଡ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ। ୨୧ଟି ଦୂରଗାମୀ ବିଶେଷ ଟ୍ରେନ ଜୁଲାଇ ମାସ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ସେହିପରି ୫ଟି ସାପ୍ତାହିକ ବିଶେଷ ଟ୍ରେନ୍‌ ନିର୍ଦ୍ଦିଷ୍ଟ ଦିନଗୁଡ଼କରେ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ୍‌ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ଏଗୁଡ଼ିକ ମଧ୍ୟରେ ୫ଟି ଦୈନନ୍ଦିନ ଚଳାଚଳ କରୁଥିବା ଟ୍ରେନ୍‌ ରହିଥିବାବେଳେ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରିଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ୍‌ ମଧ୍ୟ ଅନ୍ତର୍ଭୁକ୍ତ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...

ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର...

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...

ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍‌ସେଲ୍‌ ଓ ରିଟେଲ ବ୍ୟବସାୟୀଙ୍କ...

ଓଏଏସ୍‌ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି...

ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ

ଦିଗପହଣ୍ଡି,୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ଟିକା ନେଲେ ଜରାଶ୍ରମ ଅନ୍ତେବାସୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିକ୍ରି ଶିଶୁପୁତ୍ର ମାଳିସାହି ଅଞ୍ଚଳରୁ ଉଦ୍ଧାର
Next Post Next post:
ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts