E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର

ମାଲବାହୀ ଟ୍ରେନ୍‌ର ୩ ବଗି ଲାଇନ୍‌ଚ୍ୟୁତ
3:56 pmJune 6, 2021

କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହେବା ଫଳରେ ଟ୍ରେନ୍‌ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ ପ୍ରାୟ ୧୨.୩୦ରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହା ପଥର ଆଣିବାକୁ ଯାଉଥବା ବେଳେ ତିନୋଟି ଖାଲି ବଗି ହଠାତ୍‌ ରେଳ ଲାଇନରୁ ଓହ୍ଲାଇ ଯାଇଥିଲା। ଟ୍ରେନ୍‌ର ବେଗ କମ ଥିବାରୁ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲା ବୋଲି କୁହାଯାଉଛି। ଅଦ୍ୟାବଧି ଲାଇନ କ୍ଲିଅର୍‌ ହୋଇ ନ ଥିବା ବେଳେ ରେଳବାଇ ଅଧିକାରୀ ଓ ଯନ୍ତ୍ରୀମାନେ ଉଦ୍ୟମ ଜାରି ରଖିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର View All

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ଦରବୃଦ୍ଧିକୁ ନେଇ ଦିଗପହଣ୍ଡିରେ ପ୍ରତିବାଦ

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ...

ଚିନ୍ତା ବଢ଼ାଇଛି ଚୋରା ବନ୍ଧୁକ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲାରେ ସକ୍ରିୟ ହୋଇଉଠିଛନ୍ତି ଅପରାଧୀ ଗୋଷ୍ଠୀ। କଥା କଥାରେ ଫୁଟୁଛି ବୋମା। ହେଉଛି ଗୁଳିମାଡ଼। ଗୋଷ୍ଠୀ ସଂଘର୍ଷରେ ଗଡୁଛି...

ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ...

ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ

ଛତ୍ରପୁର,୧୮।୬(ଡି.ଏନ୍‌.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ...

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...

ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର

ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ...

୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ

ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଶ୍ୱାସ କରିପାରୁନାହାନ୍ତି ରଣବୀର
Next Post Next post:
କ୍ରିକେଟର୍‌ ସବୁଠୁ ‘ମହଙ୍ଗା ନୋ ବଲ୍‌’ର କାହାଣୀ ଜାଣନ୍ତୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts