ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍ ସୃଷ୍ଟି ହେବ ତାହାଦ୍ୱାରା ଦେଶର ୩ ପ୍ରତିଶତ ଶିଶୁଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିବ ବୋଲି ଆୟୋଗର ସଦସ୍ୟ ବି.କେ. ପଲ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହେଉଥିବା ଶିଶୁଙ୍କଠାରେ ମଲ୍ଟି ସିଷ୍ଟମ୍ ଇନଫ୍ଲାମେଟ୍ରି ସିଣ୍ଡ୍ରୋମ୍ ସୃଷ୍ଟି ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏହାଦ୍ୱାରା ସ୍ଥିତି ସଙ୍କଟ ଜନକ ହେବ ବୋଲି ସେ କହିଛନ୍ତି। ଶିଶୁଙ୍କଠାରେ ପ୍ରଥମେ ଜ୍ୱର,କାଶ ଏବଂ ଥଣ୍ଡା ହୋଇ ନିମୋନିଆ ସ୍ଥିତି ସୃଷ୍ଟି ହେବ ବୋଲି ସେ କହିଛନ୍ତି। କେତେକ ଶିଶୁଙ୍କଠାରେ କରୋନାରୁ ସୁସ୍ଥ ହେବାପରେ ୨ରୁ ୬ ସପ୍ତାହ ମଧ୍ୟରେ ପୁଣି ଥରେ ଜ୍ୱର ହେଉଥିବା ସେ ଚେତାବନୀ ଦେଇଛନ୍ତି। କରୋନାର ତୃତୀୟ ଲହର ଶିଶୁଙ୍କ ପାଇଁ ଘାତକ ସାବ୍ୟସ୍ତ ହେବାର ଆଶଙ୍କ ଥିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
୨ ଭଉଣୀଙ୍କୁ ଗଣବଳାତ୍କାର
ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ...
୧.୨୯ କୋଟି ଭାକ୍ସିନ୍ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...
ଯୋଗୀଙ୍କୁ ଭେଟିଲେ ଜିତେନ
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...
ପୁରୁଣା ଏକ ଟଙ୍କିଆ ନୋଟ୍ କରିବ ଲକ୍ଷପତି, ଅନ୍ଲାଇନ୍ ବିକ୍ରି ସୁଯୋଗ …
ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍ଲାଇନ୍ରେ ଏଭଳି ପୁରୁଣା ନୋଟ୍ ଏବଂ କଏନ୍...
୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...
୫ ଏମ୍ପିଙ୍କୁ ଦଳରୁ ବିଦା କଲେ ଚିରାଗ
ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍ପିଙ୍କୁ...
ଚଳନ୍ତା ଟ୍ରେନ୍ର ଟଏଲେଟ୍ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…
ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...


