E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…
8:23 amJune 20, 2021

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ ନିଜର ପ୍ରାରମ୍ଭିକ ଦିନରେ ଯୁବତୀମାନେ ତାଙ୍କର ପ୍ରେମରେ ପଡ଼ିଯାଇଥିଲେ।

୨୦୦୦ରେ ଚଳଚ୍ଚିତ୍ର ‘କହୋ ନା ପ୍ୟାର ହୈ’ ରିଲିଜ ହୋଇଥିଲା। ନାୟକ ଭାବେ ହ୍ରିତିକ୍‌ ଏଥିରେ ଡେବ୍ୟୁ କରିଥିଲେ। ଫିଲ୍ମରେ ଅମିଷା ତାଙ୍କର ନାୟିକା ସାଜିଥିବା ବେଳେ ଏହା ସୁପରହିଟ୍‌ ହୋଇଥିଲା। ଏହି ଫିଲ୍ମ ରିଲିଜ ପରେ ତାଙ୍କୁ ବିବାହ ପାଇଁ ହଜାର ହଜାର ପ୍ରସ୍ତାବ ଆସିଥିଲା। କେବଳ ଭ୍ୟାଲେଣ୍ଟାଇନ୍‌ ଡେରେ ତାଙ୍କୁ ୩୦ହଜାରରୁ ଅଧିକ ଯୁବତୀ ବିବାହ ପାଇଁ ପ୍ରସ୍ତାବ ପଠାଇଥିଲେ। ଏହାଦେଖି ପରିବାରଲୋକେ ଚକିତ ହୋଇଯାଇଥିଲେ ବୋଲି କପିଲ ଶର୍ମାଙ୍କ ଶୋ’ରେ ହ୍ରିତିକ୍‌ ଖୁଲାସା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଗର୍ଭବତୀ ଥିବା ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ଜଣେ ଅଭିନେତା

ଫିଲ୍ମ ‘ବଧାଇ ହୋ’ ସହିତ ଦୀର୍ଘ ସମୟ ପରେ ସିନେମାକୁ ଫେରିଥିବା ନୀନା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ...

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ...

କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ...

ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରସିଦ୍ଧ ଟେଲି ଅଭିନେତ୍ରୀ ତଥା ‘ଉତ୍‌ରନ’ ଫେମ୍‌ ଟିନା ଦତ୍ତ ତାଙ୍କ ବୋଲ୍ଡ ଫଟୋ ଏବଂ ଭିଡିଓ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଟିନା...

ପ୍ରଶଂସକଙ୍କୁ ମନ ଦେଇ ବସିଥିଲେ ଏହି ସୁପରଷ୍ଟାର୍‌

ଦକ୍ଷିଣର ସୁପରଷ୍ଟାର ବିଜୟ ଚନ୍ଦ୍ରଶେଖର ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏପର୍ଯ୍ୟନ୍ତ ଅନେକ ହିଟ୍‌ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ସମ୍ପୂର୍ଣ୍ଣ ନାମ ଜୋସେଫ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋପା ଆମେରିକା: ଉରୁଗୁଏକୁ ହରାଇଲା ଆର୍ଜେଣ୍ଟିନା
Next Post Next post:
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts