E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଖେଳ

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…
12:58 pmJune 16, 2021

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ଏହି ଘଟଣା ୟୁରୋ ୨୦୨୦ ମ୍ୟାଚ୍‌ ପୂର୍ବରୁ ହୋଇଥିଲା। ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍‌ ପୂର୍ବରୁ ଏକ ଗଣମାଧ୍ୟମ ସମ୍ମିଳନୀରେ ରୋନାଲ୍ଡୋ ଅଜାଣତରେ ଟେବୁଲ ଉପରେ ପ୍ରଚାର ଉଦ୍ଦେଶ୍ୟରେ ରଖାଯାଇଥିବା ଦୁଇଟି କୋକା କୋଲା ବୋତଲକୁ ହଟାଇ ଦେଇଥିଲେ। ଏହା ସହିତ ସେ କହିଥିଲେ କୋଲ୍ଡ ଡ୍ରିଙ୍କସ୍‌ ନୁହେଁ ଆମର ଅଭ୍ୟାସ ପାଣି ପିଇବା ହେବା ଆବଶ୍ୟକ ବୋଲି କହି ଟେବୁଲରେ ଥିବା ପାଣି ବୋତଲକୁ ଅଙ୍ଗୁଳି ସୂଚିତ କରିଥିଲେ। ରୋନାଲ୍ଡୋଙ୍କ ଏଭଳି ପରାମର୍ଶ ଯୋଗୁ କୋକା କୋଲା କମ୍ପାନୀ ବଡ଼ କ୍ଷତି ହୋଇଥିଲା। ୟୁରୋ ୨୦୨୦ ମ୍ୟାଚ୍‌ର ପ୍ରୋତ୍ସାହକ ଭାବେ କୋକା କୋଲା ଚୁକ୍ତିବଦ୍ଧ ଥିଲା। ଅଜାଣତରେ ରୋନାଲ୍ଡୋଙ୍କ ଏଭଳି କାମ ଯୋଗୁ କୋକା କୋଲାର ଶେୟାର ହ୍ରାସ ପାଇଥିଲା। ପରେ ଏହାର ୨୦ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଖେଳ View All

ରୋନାଲ୍ଡୋ ବୋତଲ ହଟାଇବାରୁ କୋକା କୋଲାର ବଡ଼ କ୍ଷତି

ବୁଡାପେଷ୍ଟ,୧୭।୬ (ପି.ଟି.) : ୟୁରୋକପ୍‌ରେ ପର୍ତ୍ତୁଗାଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ହଙ୍ଗେରୀ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ତାଙ୍କ ଆଗରେ ରଖାଯାଇଥିବା କୋକା...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

କୋଭିଡ୍‌-୧୯ : ଭାରତ ପାଇଁ ପାଣ୍ଠି ଯୋଗାଡ଼ କରିବେ ଅଷ୍ଟ୍ରେଲୀୟ କ୍ରିକେଟର

ସିଡ୍‌ନୀ,୩।୬(ପି.ଟି.): କୋଭିଡ୍‌- ୧୯ ମହାମାରୀ ବିରୋଧରେ ଲଢେଇ ଜାରି ରହିଥିବା ବେଳେ ପ୍ୟାଟ୍‌ କୁମିନ୍ସଙ୍କ ସମେତ କେତେଜଣ ଅଷ୍ଟ୍ରେଲୀୟ କ୍ରିକେଟର ପାଣ୍ଠି ଯୋଗାଡ଼ କରିବାକୁ ପ୍ରୟାସ...

ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ

ବ୍ରିଷ୍ଟଲ, ୧୭।୬-  ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ମହିଳା କ୍ରିକେଟ ଟେଷ୍ଟ ମ୍ୟାଚ ବୁଧବାର ଆରମ୍ଭ ହୋଇଛି। ପାଖାପାଖି ୭ ବର୍ଷ ବ୍ୟବଧାନରେ ଭାରତୀୟ...

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ...

ଓସାକାଙ୍କୁ ଟେନିସ ଖେଳାଳି, ଅନ୍ୟ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ପ୍ୟାରିସ୍‌,୨।୬(ଏପି): ଡିପ୍ରେସନ କାରଣରୁ ଫ୍ରେଞ୍ଚ୍‌ ଓପନରୁ ଓହରିଯିବାକୁ ନାଓମି ଓସାକା ନେଇଥିବା ନିଷ୍ପତ୍ତିକୁ ଅନ୍ୟ ଟେନିସ ତାରକା ଓ କ୍ରୀଡ଼ାବିତ୍‌ମାନେ ସମର୍ଥନ କରିଛନ୍ତି। ଅଭିଜ୍ଞ ମହିଳା...

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...

ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇଆଇଟି ଛାତ୍ରଙ୍କୁ ପ୍ରଥମେ ବିବାହ କରିଥିଲେ ନୀନା; ବର୍ଷେ ପରେ…
Next Post Next post:
ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts