E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
9:57 amJune 21, 2021

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୯୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୮୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୫ ଏବଂ ବାଲେଶ୍ୱର ୨୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୨୧, ବରଗଡ଼ ୩୯, ଭଦ୍ରକ ୧୩୫, ବଲାଙ୍ଗୀର ୩୦, ବୌଦ୍ଧ ୪୦, ଦେବଗଡ଼ ୧୧, ଢେଙ୍କାନାଳ ୯୦, ଗଜପତି ୨୫, ଗଞ୍ଜାମ ୨୬, ଜଗତସିଂହପୁର ୧୦୭, ଯାଜପୁର ୨୨୬, ଝାରସୁଗୁଡ଼ା ୧୭, କଳାହାଣ୍ଡି ୩୯, କନ୍ଧମାଳ ୩୮, କେନ୍ଦ୍ରାପଡ଼ା ୧୧୮, କେନ୍ଦୁଝର ୬୮, କୋରାପୁଟ ୬୮, ମାଲକାନଗିରି ୪୩, ମୟୂରଭଞ୍ଜ ୧୬୭, ନବରଙ୍ଗପୁର ୬୩, ନୟାଗଡ଼ ୧୪୦, ନୂଆପଡ଼ା ୨୦, ପୁରୀ ୧୮୦, ରାୟଗଡ଼ା ୪୪, ସମ୍ବଲପୁର ୩୦, ସୋନପୁରରୁ ୨୨ ଏବଂ ସୁନ୍ଦରଗଡ଼ରୁ ୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୮।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ବେଳେ ୮,୪୦,୨୧୪ଜଣ ସୁସ୍ଥ ହୋଇଛନ୍ତି। ୩୬,୬୩୩ ଜଣ ଚିକିିତ୍ସିତ ହେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍‌ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି ।...

କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ।...

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ...

‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...

ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮୪ ବଲ୍‌ରେ ଫାଇନାଲ୍‌ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
Next Post Next post:
୨୦୨୨ରେ ଭୋଟ୍‌ ପ୍ରଚାର କରିବ ରୋବୋ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts