E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
9:05 pmJune 20, 2021

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମ ବ୍ରାଞ୍ଚ। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୁଇ ଡାକ୍ତର। ସେମାନଙ୍କ ମଧ୍ୟରୁ ଜଣେ ଡାକ୍ତରଙ୍କ ଘରୁ ୩,୨୯୩ ନକଲି ଇଞ୍ଜେକଶନ ଭାୟାଲ ମିଳିଛି। ଏ ନେଇ ପୋଲିସ ପକ୍ଷରୁ ରବିବାର କୁହାଯାଇଛି।

ନିଜାମୁଦ୍ଦିନ ପଶ୍ଚିମାଞ୍ଚଳରେ ଚଢ଼ାଉ କଲାବେଳେ ପୋଲିସକୁ ବିପୁଳ ପରିମାଣରେ ନକଲି ଇଞ୍ଜେକଶନ ମିଳିଥିଲା। ପ୍ରାୟ ଇଞ୍ଜେକଶନରେ ବ୍ଲାକ ଫଙ୍ଗ୍‌ସ ମେଡିସିନ ଥିବାବେଳେ କିଛି କଣ୍ଟେନରରେ ନକଲି ରାମଡେସିଭିର ଔଷଧ ଥିଲା ବୋଲି କ୍ରାଇମ ବ୍ରାଞ୍ଚ ଡିସିପି ମୋନିକା ଭରଦ୍ୱାଜ କହିଛନ୍ତି।

କରୋନାରୁ ସୁସ୍ଥ ହେବା ପରେ ପୀଡ଼ିତଙ୍କ ଆଖି, ନାକ, ସାଇନସ ଓ ବ୍ରେନକୁ ନଷ୍ଟ କରୁଥିବା ବ୍ଲାକ ଫଙ୍ଗ୍‌ସ ରୋଗ ପାଇଁ ଆମ୍ଫୋଟେରିକିନ-ବି’ ଔଷଧ ଦିଆଯାଇଥାଏ। ଡାଇବେଟିସ କିମ୍ବା କର୍କଟ ଓ ଅନ୍ୟ ବଡ଼ ରୋଗରେ ପୀଡ଼ିତ ଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ ଏହି ରୋଗ ମାରତ୍ମକ ହୋଇପାରେ। ଏହି ଗ୍ୟାଙ୍ଗ ୪୦୦ରୁ ଅଧିକ ନକଲି ଇଞ୍ଜେକଶନ ବିକି ସାରିଛନ୍ତି। ୪୦୦ରୁ ୧୨ ହଜାର ଟଙ୍କାରେ ପ୍ରତ୍ୟେକ ଇଞ୍ଜେକଶନକୁ ବିକୁଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ

ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା...

୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା

ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...

କରୋନାର ତୃତୀୟ ଲହରରେ କେମିତି ରହିବେ ସୁରକ୍ଷିତ: ଏମ୍ସ ପ୍ରଫେସର୍‌ ଦେଲେ ଟିପ୍ସ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଗତି ବହୁତ ମନ୍ଥର ହୋଇଛି। ଗତ ଏକ ସପ୍ତାହ ହେବ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷରୁ...

ସିଂଘଓ୍ବି ରାମଦେବ ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...

ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ

ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...

ଦିଲ୍ଲୀରେ ଖୋଲିବ ମଲ୍‌, ମାର୍କେଟ

ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍‌ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍‌ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ...

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ
Next Post Next post:
ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts