E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
8:36 amJune 16, 2021

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୫୧୯ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୩୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨୦ ଜଣ ଚିହ୍ନଟ ହୋଇଛନ୍ତି।
୩,୫୩୫ ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୩ ହଜାର ୦୬୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୧୧ ହଜାର ୭୮୦ ଜଣ ସୁସ୍ଥ ହୋଇସାରିଛନ୍ତି। ୪୭ ହଜାର ୭୯୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Covid-19 Report For 15th June

New Positive Cases: 3535
In quarantine: 2016
Local contacts: 1519

(Details of local contacts will be shared by concerned Dist Administration)

District Wise Cases:

1. Angul: 207
2. Balasore: 296
3. Bargarh: 86
4. Bhadrak: 184
5. Balangir: 18

— I & PR Department, Odisha (@IPR_Odisha) June 16, 2021

6. Boudh: 52
7. Cuttack: 320
8. Deogarh: 25
9. Dhenkanal: 56
10. Gajapati: 27
11. Ganjam: 26
12. Jagatsinghpur: 90
13. Jajpur: 348
14. Jharsuguda: 12
15. Kalahandi: 35
16. Kandhamal: 56
17. Kendrapada: 104
18. Keonjhar: 92
19. Khurda: 533
20. Koraput: 56
21. Malkangiri: 68

— I & PR Department, Odisha (@IPR_Odisha) June 16, 2021

22. Mayurbhanj: 153
23. Nawarangpur: 85
24. Nayagarh: 95
25. Nuapada: 15
26. Puri: 187
27. Rayagada: 73
28. Sambalpur: 39
29. Sonepur: 39
30. Sundargarh: 76
31. State Pool: 82

New recovery: 6799
Cumulative tested: 12836434
Positive: 863061
Recovered: 811780
Active cases: 47796

— I & PR Department, Odisha (@IPR_Odisha) June 16, 2021


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍‌ ଅଧିକାରୀ ସୁଧାଂଶୁ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ମନ କିଣୁଛି କିଚେନ ଗାର୍ଡେନ

କାମାକ୍ଷାନଗର, ୫।୬  ଗୁଣ୍ଠେରୁ ସାମାନ୍ୟ ଅଧିକ ଜମି। ସବୁଜ କିଆରିରେ ଭରପୂର। କେଉଁଠି ଭେଣ୍ଡି ତ ଆଉ କେଉଁଠି ଜହ୍ନି। ଗୁଆଁର, ବାଇଗଣ, ଝୁଡ଼ଙ୍ଗ, ଅମୃତଭଣ୍ଡା...

ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ

ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି...

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ପେନ୍‌- ସ୍ବିଡେନ ମ୍ୟାଚ୍‌ ଗୋଲ ଶୂନ୍ୟ
Next Post Next post:
୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts