E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼
8:53 pmJune 25, 2021June 27, 2021

ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭ ଜଣ ଲୋକଙ୍କ ହାଡ଼ ବୋଲି ଆକଳନ କରୁଛନ୍ତି ଯାଞ୍ଚକର୍ତ୍ତା। ମେ’ ୧୭ରୁ ଚାଲିଥିବା ଖୋଳା କାର୍ଯ୍ୟ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଥିବା ଘରେ ଅନେକ ଲୋକଙ୍କ ପରିଚୟ ପତ୍ର ମିଳିଛି, ଯେଉଁମାନେ ଦୀର୍ଘ ବର୍ଷ ହେଲା ନିଖୋଜ ଅଛନ୍ତି। ଏତେ ସଂଖ୍ୟାରେ ହାଡ଼ ମିଳିବା ସ୍ପଷ୍ଟ କରୁଛି ଯେ, ହତ୍ୟାକାରୀ ଏହି ଘରେ ଦୀର୍ଘ ବର୍ଷ ହେଲା ଲୋକଙ୍କୁ ହତ୍ୟା କରି ଆସୁଅଛନ୍ତି।

ଯାଞ୍ଚକର୍ତ୍ତାଙ୍କ ପକ୍ଷରୁ ଶନିବାର କୁହାଯାଇଛି ଯେ, ମିଳିଥିବା ଖଣ୍ଡ ବିଖଣ୍ଡିତ ହାଡ଼କୁ ଖୁବ୍‌ ସତର୍କତା ସହ ସଫା କରାଯାଉଛି। ହାଡ଼ ଶରୀରର କେଉଁ ଅଂଶର ଜାଣିବା ପାଇଁ ଅଧ୍ୟୟନ କରାଯାଉଛି। ଏହି ପ୍ରକ୍ରିୟା ଦ୍ୱାରା ଏପର୍ଯ୍ୟନ୍ତ ୧୭ ଜଣଙ୍କ ହାଡ଼ ମିଳିଛି।

ଦେଶର ଆଇନ ଅନୁଯାୟୀ, ଯାଞ୍ଚକର୍ତ୍ତା ୭୨ ବର୍ଷୀୟ ସଂଦିଗ୍ଧଙ୍କ ପରିଚୟ ସର୍ବସାଧାରଣରେ ଉଲ୍ଲେଖ କରି ନାହାନ୍ତି। ଉକ୍ତ ହତ୍ୟାକାରୀ ବିରୋଧରେ ୩୪ ବର୍ଷୀୟା ମହିଳାଙ୍କ ହତ୍ୟା ମାମଲା ଚାଲିଛି। ଜଣେ ପୋଲିସ ଅଧିକାରୀଙ୍କ ସ୍ତ୍ରୀ ନିଖୋଜ ହେବା ପରେ ଅଭିଯୁକ୍ତ ଧରା ପଡ଼ିଥିଲା। ସଂଦିଗ୍ଧ ବ୍ୟକ୍ତିଙ୍କ ସହ ପୋଲିସ ଅଧିକାରୀଙ୍କ ସ୍ତ୍ରୀ ଆଗରୁ ପରିଚିତ ଥିଲେ। ଘଟଣା ଦିନ ମାର୍କେଟ ଯାଇଥିଲେ ଦୁହେଁ। କିନ୍ତୁ ମହିଳା ଘରକୁ ନ ଫେରିବା ପରେ ପୋଲିସ ଅଧିକାରୀ ସଂଦିଗ୍ଧଙ୍କ ବିରୋଧରେ ଏତଲା ଦେଇଥିଲେ। ମହିଳା ଜଣଙ୍କ ସଂଦିଗ୍ଧଙ୍କ ଘରେ ପଶିବା ପରେ ବାହାରକୁ ବାହାରି ନ ଥିବା ସିସିଟିଭିରେ ଦେଖିବାକୁ ମିଳିଥିଲା। ପୋଲିସ ତଦନ୍ତ ପରେ ସଂଦିଗ୍ଧଙ୍କ ଘରୁ ମିଳିଥିଲା ମହିଳାଙ୍କ ପରିଚୟ ପତ୍ର।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ...

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ...

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।...

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ
Next Post Next post:
ୟୁନିଟ ୧ ମାର୍କେଟ ସିଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts