E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ
3:47 pmJune 18, 2021

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଏଥିସହ ଅନ୍ୟଜଣଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି ମୁମ୍ବାଇ ପୋଲିସ। ସୂଚନା ମୁତାବକ ଗିରଫ ହୋଇଥିବା ୪ଜଣଙ୍କ ଅଭିଯୁକ୍ତ ଭିତରୁ ଜଣେ ନକଲି ର଼୍ୟାକେଟ ଚଲାଉଥିବା ବେଳେ ଅନ୍ୟଜଣକ ବଡ଼ ବଡ଼ ସୋସାଇଟିରେ ଟିକାକରଣ ଶିବିର ଆୟୋଜନ କରୁଥିଲେ। ସେହିପରି ଆଉ ୨ଜଣ ଅଭିଯୁକ୍ତ ଲୋକଙ୍କର ନକଲି ପରିଚୟ ପତ୍ର ତିଆରି କରୁଥିବା ଜଣାପଡ଼ିଛି। ସେହିପରି ଆଉ ଜଣେ ଅଭିଯୁକ୍ତଙ୍କୁ ମଧ୍ୟପ୍ରଦେଶରୁ ଗିରଫ କରାଯାଇଛି ଯିଏ ଟିକା ଆଣିବା କାର୍ଯ୍ୟ କରୁଥିେଲେ। ଏହି ଘଟଣାର ତଦନ୍ତ ଜାରି ରହିଛି। ତେବେ ଅଭିଯୁକ୍ତଙ୍କ ଦ୍ୱାରା ଦିଆଯାଇଥିବା ଟିକା ପ୍ରକୃତ କି ନୁହେଁ ସେନେଇ ତଦନ୍ତ କରାଯାଉଛି ବୋଲି ମୁମ୍ବାଇ ଏସିପି ଦିଲ୍ଲୀପ ସାଓ୍ବନ୍ତ କହିଛନ୍ତି। ସୂଚନାଯୋଗ୍ୟ, ମେ’୩୦ରେ ହିରାନନ୍ଦାନୀ ସୋସାଇଟିରେ ମିଛ ଟିକାକରଣ ଅଭିଯାନ କରାଯାଇଥିବା ଅଭିଯୋଗ ହୋଇଥିଲା। ଟିକା ନେବା ପରେ ବି କାହାଠାରେ କିଛି ଲକ୍ଷଣ ପ୍ରକାଶ ପାଇ ନ ଥିଲା। ପ୍ରତି ଲୋକଙ୍କଠାରୁ କୋଭିଶିଲ୍ଡ ଟିକାର ଡୋଜ୍‌ ପାଇଁ ୧୨୬୦ଟଙ୍କା ନିଆଯାଇଥିବା ବେଳେ କିଛି ଲୋକଙ୍କୁ ଭିନ୍ନ ଭିନ୍ନ ତାରିଖର ସାର୍ଟିଫିକେଟ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ...

‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍‌ସ୍ପଟ୍‌’

ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍‌ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ...

ଭୟଭୀତ କରାଉଛି କରୋନା: ରେଡ ଜୋନ୍‌ରେ ୧୬ଗାଁ, ୬ଓ୍ବାର୍ଡ

ଛତ୍ରପୁର,୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ...

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ...

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...

ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍‌ଏ କଟକ ଶାଖା ପକ୍ଷରୁ ଧାରଣା

କଟକ ଅଫିସ, ୧୯।୬: କରୋନା ସମୟରେ ଡାକ୍ତରମାନେ କୋଭିଡ୍‌ ଯୋଦ୍ଧା ଭାବେ ରୋଗୀଙ୍କ ସେବା ଜାରି ରଖିଛନ୍ତି। ମାତ୍ର ଏଭଳି ସ୍ଥିତିରେ ଡାକ୍ତରମାନଙ୍କ ପ୍ରତି ହିଂସାତ୍ମକ...

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ
Next Post Next post:
କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts