E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ
3:43 pmJune 12, 2021

ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍‌ ହେଉଥିବା ବେଳେ ୪ ଜଣ ଭାସିଯିବାର ଖବର ସାମ୍ନାକୁ ଆସିଛି। ଏହି ସମୟରେ ଜଣେ ନାବାଳିକା ନିଖୋଜ ହୋଇଯାଇଥିବା ବେଳେ ଦୁଇଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ଶନିବାର ପୋଲିସ ଏହି ସୂଚନା ଦେଇଛି।

ସରାୟ ଥାନାଧିକାରୀ କହିଛନ୍ତି ଯେ, ଏମାନଙ୍କ ମଧ୍ୟରୁ ଜଣେ ପହଁରିବାରେ ସଫଳ ହୋଇଥିବାବେଳେ ଦୁଇ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି ଏବଂ ଜଣେ ୯ ବର୍ଷର ବାଳିକା ନିଖୋଜ ଅଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଥିବା କୋନି ଗ୍ରାମରେ ଏହି ଘଟଣା ଘଟିଥିଲା। ଏମାନେ ସମସ୍ତେ କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବା ବେଳେ ବର୍ଷାରେ ଫସିଯାଇଥିଲେ। ନିଖୋଜ ଥିବା ନାବାଳିକାଙ୍କୁ ଖୋଜା ଚାଲିଛି ବୋଲି ଅଧିକାରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ...

ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ

ପ୍ରୟାଗରାଜ,୧୩।୬: ସୁସଜ୍ଜିତ ହାତୀକୁ ସାଥିରେ ନେଇ ବିବାହ ପାଇଁ ଯାଇଥିଲେ ବର। କିନ୍ତୁ ବାଣ ଓ ଡିଜେ ସାଉଣ୍ଡରୁ ହାତୀ ଉତ୍ତେଜିତ ହୋଇଉଠିଥିଲା। ତା’ ପରେ...

ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍‌ଆଇ; ଆଉ ତା’ ପରେ…

ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍‌ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍‌ଆଇ ବା ସବ୍‌-ଇନ୍ସପେକ୍ଟରଙ୍କ...

ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ

ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍‌ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ...

୨୪କୁ ନଜର, ୨୨ ପାଇଁ ଛାନିଆ

ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା...

‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’

ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ...

ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…

ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ...

ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲା ମାଙ୍କଡ଼

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ମେଟ୍ରୋ ଟ୍ରେନରେ ଅନ୍ୟ ଯାତ୍ରୀଙ୍କ ସହ ଯାତ୍ରା କରୁଛି ଏକ ମାଙ୍କଡ଼। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ
Next Post Next post:
ଅନ୍‌ଲକ୍‌ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts