ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍ ହେଉଥିବା ବେଳେ ୪ ଜଣ ଭାସିଯିବାର ଖବର ସାମ୍ନାକୁ ଆସିଛି। ଏହି ସମୟରେ ଜଣେ ନାବାଳିକା ନିଖୋଜ ହୋଇଯାଇଥିବା ବେଳେ ଦୁଇଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ଶନିବାର ପୋଲିସ ଏହି ସୂଚନା ଦେଇଛି।
ସରାୟ ଥାନାଧିକାରୀ କହିଛନ୍ତି ଯେ, ଏମାନଙ୍କ ମଧ୍ୟରୁ ଜଣେ ପହଁରିବାରେ ସଫଳ ହୋଇଥିବାବେଳେ ଦୁଇ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି ଏବଂ ଜଣେ ୯ ବର୍ଷର ବାଳିକା ନିଖୋଜ ଅଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଥିବା କୋନି ଗ୍ରାମରେ ଏହି ଘଟଣା ଘଟିଥିଲା। ଏମାନେ ସମସ୍ତେ କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବା ବେଳେ ବର୍ଷାରେ ଫସିଯାଇଥିଲେ। ନିଖୋଜ ଥିବା ନାବାଳିକାଙ୍କୁ ଖୋଜା ଚାଲିଛି ବୋଲି ଅଧିକାରୀ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.