E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’
9:19 pmJune 23, 2021

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍‌ଟା ପ୍ଲସ୍‌’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍‌ଟା ପ୍ଳସ୍‌ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏଥିପ୍ରତି ସଜାଗ ରହିଥିବା କହିଛନ୍ତି ଡିଏମ୍‌ଇଟି ଡା. ସିବିକେ ମହାନ୍ତି। ଏହି ଭାରିଆଣ୍ଟର ସଂକ୍ରମଣ ଓ ଗୁରୁତର ଅସୁସ୍ଥ କରିବାର କ୍ଷମତା ଏବଂ ଟିକା ନେଇଥିବା ବ୍ୟକ୍ତିଙ୍କ ଉପରେ ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ଏପଟେ ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ନିରୋଜ ମିଶ୍ର କହିଛନ୍ତି, ଆସନ୍ତା ୪ରୁ ୬ ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ଯଦି ଏହି ସମୟ ମଧ୍ୟରେ ଡେଲ୍‌ଟା ପ୍ଳସ୍‌ ସଂକ୍ରମଣ ବଢ଼ିଲେ ତୃତୀୟ ଲହର ଆଗୁଆ ଆସିପାରେ। ଏ ନେଇ ଭୁବନେଶ୍ୱର ଏମ୍ସ ପୂର୍ବତନ ନିର୍ଦ୍ଦେଶ ଡା. ଅଶୋକ ମହାପାତ୍ର କହିଛନ୍ତି ଯେ, ଏହି ଭାରିଆଣ୍ଟର ଆକ୍ରାନ୍ତ ବହୁ କମ୍‌। ତେଣୁ ଏହା ସମ୍ପର୍କରେ ଅଧିକ ତଥ୍ୟ ନାହିଁ। ତେବେ ପ୍ରଚଳିତ ଟିକା ‘ଡେଲ୍‌ଟା’ ଭ୍ୟାରିଆଣ୍ଟ ବିରୋଧରେ କାମ କରୁଥିବାରୁ ‘ଡେଲ୍‌ଟା ପ୍ଳସ୍‌’ ବିରୋଧରେ ମଧ୍ୟ କାମ କରିବ ବୋଲି ଆଶା କରାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍‌ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି ।...

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ...

ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍‌ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍‌...

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତକୁ ଆଶା ଦେଲେ ଅଶ୍ୱିନ
Next Post Next post:
କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts